ତାଜା ଖବର ରାଜନୀତି ରାଜ୍ୟ ବିଧାୟକ ପାଣ୍ଠି ବୃଦ୍ଧିକୁ ନେଇ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ July 25, 2024 Papirani ଦିନକୁ ଦିନ ଦରଦାମ ବୃଦ୍ଧି ଯୋଗୁ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅଣ୍ଟୁନି। ନିଜ ଅଞ୍ଚଳର ଆବଶ୍ୟକତା ଅନୁସାରେ ବିଭିନ୍ନ ଉନ୍ନୟନମୂଳକ ଓ ଅତ୍ୟାବଶ୍ୟକ ପ୍ରକଳ୍ପ କାର୍ଯ୍ୟ ପାଇଁ ଦିଆଯାଉଥିବା ବାର୍ଷିକ ବିଧାୟକ ପାଣ୍ଠିକୁ ବୃଦ୍ଧି କରିବା ନେଇ ବିଧାସଭାରେ ଦିଆଯାଇଥିବା…