Tag: MLA

ବିଧାୟକ ଭାବେ ଶପଥ ନେଲେ ନବୀନ ପଟ୍ଟନାୟକ

ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ପଟ୍ଟନାୟକ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଚଳିତଥର ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜି ଆସନରୁ ନିର୍ବାଚନ ଲଢିଥିଲେ ନବୀନ ପଟ୍ଟନାୟକ ।…

ସାଇକେଲ୍‌ ଚଢି ବିଧାନସଭାରେ ପହଞ୍ଚିଲେ ସିଦ୍ଧାନ୍ତ ମହାପାତ୍ର

ବିଧାନସଭାରେ ସାଇକେଲରେ ପହଞ୍ଚିଲେ ଚଳିତବର୍ଷ ନିର୍ବାଚନରେ ପ୍ରଥମଥର ଦିଗପହଣ୍ଡିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର । ପ୍ରଥମଥର ବିଧାନସଭାକୁ ଯିବା ପାଇଁ ସେ ଏହି ନିଆରା ଉପାୟ ଅବଲମ୍ବନ କରିଛନ୍ତି। ସାଇକେଲରେ ବିଧାନସଭା ଆସିବା ସହ ପରିବେଶ ସୁରକ୍ଷା…

କଟକ ସଦରର ନବନିର୍ବାଚିତ ବିଧାୟକଙ୍କ ଉପରେ ଆକ୍ରମଣ

କଟକ ସଦରର ନବନିର୍ବାଚିତ ବିଧାୟକ ଇଂ. ପ୍ରକାଶ ଚନ୍ଦ୍ର ସେଠୀଙ୍କ କାର୍‌ ଉପରେ ଆକ୍ରମଣ। ଗତକାଲି ବିଳମ୍ବିତ ରାତିରେ କିଶନନଗରକୁ ଫେରୁଥିବା ବେଳେ କଟକ ସୋମପୁର ଛକରେ ତାଙ୍କ କାର ଉପରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ଗତକାଲି ରାତି…

ପ୍ରଶାନ୍ତ ଜଗଦେବଙ୍କୁ ଜାମିନ

ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ତିନିଦିନିଆ…

ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କୁ ବିରୋଧ

ଖଲ୍ଲିକୋଟ: ସାଧାରଣ ନିର୍ବାଚନ ପାଖେଇ ଆସୁଛି। ସମ୍ନାକୁ ଆସିଛି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ବିଜେଡିରେ ଗୋଷ୍ଠୀ କଳି। ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟଙ୍କ ବିରୋଧରେ ଅସନ୍ତୁଷ୍ଟ ଓ ନେତା କର୍ମୀମାନେ ଖୋଲାଖୋଲି ବିରୋଧ କରିଛନ୍ତି ଏବଂ ଏହା ସହ ‘ବିଧାୟିକା…