Tag: Mobile

ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌; ବ୍ୟବହାର ହେବ ୱାକିଟକି: ଗିରୀଶ ଚନ୍ଦ୍ର ମୁର୍ମୁ

ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌। ଶ୍ରୀମନ୍ଦିରକୁ କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍‌। ତେଣୁ ଆଗକୁ ଶ୍ରୀମନ୍ଦିର ସୁରକ୍ଷା ପାଇଁ ୱାକିଟକି ବ୍ୟବସ୍ଥା ହେବ । କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା…