Tag: ‘Modi ka baap’ remarks

Row Over Remarks Against PM Modi: ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ: ମଲ୍ଲିକାର୍ଜୁନ ଖଡ଼ଗେ ଓ ରାହୁଲ ଗାନ୍ଧୀଙ୍କ କୁଶପୁତ୍ତଳିକା ଦାହ କଲା ବିଜେପି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିରୋଧରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଦେଇଥିବା ବିବାଦୀୟ ଓ ଅଶାଳୀନ ବକ୍ତବ୍ୟକୁ ନେଇ ସାରା ଦେଶରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ, ଏହାର କଡ଼ା ପ୍ରତିବାଦ କରିଛି ରାଜ୍ୟ ବିଜେପି। ରାଜନୀତିରେ ଏଭଳି ଅପମାନଜନକ…