Tag: Mohan Bhagwat

ଶହେ ବର୍ଷର ଯାତ୍ରାରେ ଆରଏସଏସ

ଶହେବର୍ଷର ଯାତ୍ରାରେ ଆରଏସଏସ । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ଏହାର ପ୍ରତିଷ୍ଠାର ଶହେ ବର୍ଷ ପୂରଣ କରିଛି। ଏହାର ପ୍ରତିଷ୍ଠାର ଶତବାର୍ଷିକୀ କାର୍ଯ୍ୟକ୍ରମ ନାଗପୁରର ରେଶିମବାଗ ପଡ଼ିଆରେ ଅନୁଷ୍ଠିତ ହେଉଛି । ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ । ୧୩ ତାରିଖରେ ଭୁବନେଶ୍ଵରରେ ପହଞ୍ଚିବେ ଭାଗବତ । କଟକ, ଭୁବନେଶ୍ଵରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଗୌଡୀୟ ମିଶନ…

୫ ଦିନିଆ ଓଡ଼ିଶା ଗସ୍ତରେ ମୋହନ ଭାଗବତ

ଓଡିଶାରେ ମୋହନ ଭାଗବତ । ଆଜି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘ(ଆରଏସଏସ)ର ପ୍ରମୁଖ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଗସ୍ତରେ ସେ ସଂଘର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟାରେ…

ଓଡ଼ିଶାରେ ପହଞ୍ଚିଲେ ଆରଏସ୍ଏସର ସରସଂଘ ଚାଳକ ମୋହନ ଭାଗବତ

୫ ଦିନିଆ ଓଡ଼ିଶା ଗସ୍ତରେ ଆଜି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ମୋହନ ଭାଗବତ । ଆଜି ଭୁବନେଶ୍ବରରେ ରହି କାଲି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହିତ ଗୋବର୍ଦ୍ଧନ ପୀଠର ପୂଜ୍ୟ ଶଙ୍କରାଚାର୍ଯ୍ୟ…