Tag: Mohan Ch. Majhi

ଚଠି ବନାମ ଚିଠି: ନବୀନଙ୍କୁ ମୋହନଙ୍କ ଉତ୍ତର

ଆଡ଼ପ ମଣ୍ଡପ ପହଣ୍ଡି ବିଜେ ଅଘଟଣରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ମୁଖ୍ୟ ନବୀନ ପଟ୍ଟନାୟକ ଚିଠି ଲେଖିଥିଲେ। ତେବେ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଚିଠିର ଉତ୍ତର ରଖିଛନ୍ତି। ଆଉ କହିଛନ୍ତି, ଜଗତର ନାଥ ଜଗନ୍ନାଥ…

ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ ଟଙ୍କା ପ୍ରିମିୟମରେ ପ୍ରଧାନମନ୍ତ୍ରୀ ଫସଲ ବୀମା…

ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନସ୍ଥିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରବେଶ କରି ସରକାରୀ କାର୍ଯ୍ୟ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ଶପଥ ନେବା ପରେ ସେ ରାଜ୍ୟ ଅତିଥି ଭବନର ଅସ୍ଥାୟୀ କାର୍ଯ୍ୟାଳୟରେ କାମ କରୁଥିଲେ । ଏହି…

ଯୋଜନା ଓ ସଂଯୋଜନ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁ ଆଶା ଅଛି ବୋଲି ସେ ମତ…

ଝୁମ୍ପୁରା ହାଇସ୍କୁଲରେ ସହପାଠୀଙ୍କ ସହ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି। ଆଜି ତାଙ୍କ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ। ପିଲାଦିନେ ପାଠ ପଢ଼ୁଥିବା ଝୁମ୍ପୁରା…

କେନ୍ଦୁଝରରେ ଗର୍ଜିଲେ ମୋହନ ମାଝୀ; କହିଲେ ‘ଖଣି ମାଫିଆଙ୍କୁ ଛାଡ଼ିବିନି’

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ଗସ୍ତ କରିଥିବା ବେଳେ ସମ୍ବର୍ଦ୍ଧନା ସଭାରେ ଉଦବୋଧନ ଦେଇଛନ୍ତି। ଏହି ସମୟରେ ପୂର୍ବ ବିଜେଡି ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ସମ୍ବର୍ଦ୍ଧନା ସଭାରେ କେନ୍ଦୁଝରକୁ ଲୁଟ୍ କରାଯାଉଥିଲା ବୋଲି…

ଶପଥ ଗ୍ରହଣ ପରେ ପ୍ରଥମ ଥର ନିଜ ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଘଟଗାଁରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ତାରିଣୀଙ୍କ ଦର୍ଶନ କଲେ। ଘଟଗାଁ ହାଇସ୍କୁଲ ପଡିଆରୁ ମା’ଙ୍କ ମନ୍ଦିର ପର୍ଯ୍ୟନ୍ତ ବିଶାଳ ରୋଡ଼ ଶୋ’ ହୋଇଥିଲା। ଯିବା ବେଳେ ଲୋକଙ୍କ କଥା ଶୁଣି ସମସ୍ୟା ସମାଧାନ ପାଇଁ କହିଥିଲେ।…

ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…

ପୂର୍ବ ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ

ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ପ୍ରତିଦିନ ୨ ଘଣ୍ଟା ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ…