Tag: Mohan Ch. Majhi

ଶପଥ ଗ୍ରହଣ ପରେ ପ୍ରଥମ ଥର ନିଜ ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଘଟଗାଁରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମା’ ତାରିଣୀଙ୍କ ଦର୍ଶନ କଲେ। ଘଟଗାଁ ହାଇସ୍କୁଲ ପଡିଆରୁ ମା’ଙ୍କ ମନ୍ଦିର ପର୍ଯ୍ୟନ୍ତ ବିଶାଳ ରୋଡ଼ ଶୋ’ ହୋଇଥିଲା। ଯିବା ବେଳେ ଲୋକଙ୍କ କଥା ଶୁଣି ସମସ୍ୟା ସମାଧାନ ପାଇଁ କହିଥିଲେ।…

ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ କେନ୍ଦୁଝର ଗସ୍ତ

ଆଜି ଦୁଇ ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବା ପରେ ପ୍ରଥମ ଥର ଜନ୍ମମାଟିକୁ ଗସ୍ତ। ପ୍ରଥମେ ଘଟଗାଁରେ ମା’ ତାରିଣୀଙ୍କୁ ଦର୍ଶନ କରିବେ। ପରେ କେନ୍ଦୁଝରରେ ଶ୍ରୀବଳଦେବଜୀଉଙ୍କୁ ଦର୍ଶନ କରି…

ପୂର୍ବ ସରକାରରେ ବିଭିନ୍ନ ବିଭାଗର ଉପଦେଷ୍ଟା ଦାୟିତ୍ୱମୁକ୍ତ

ବିଜେଡି ସରକାର ସମୟରେ ରାଜ୍ୟର ବିଭିନ୍ନ ବିଭାଗର ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିବିଶେଷଙ୍କୁ ନିଯୁକ୍ତି ଦିଆଯାଇଥିଲା। ହେଲେ ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ…

ପ୍ରତିଦିନ ୨ ଘଣ୍ଟା ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀଙ୍କୁ ନିଯୁକ୍ତି

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ କାର୍ଯ୍ୟାଳୟରେ ୨ ଅଧିକାରୀ ସତୀଶ ଚନ୍ଦ୍ର ସାମଲ ଓ ବିନୋଦ ବିହାରୀ ସିଂହଙ୍କୁ ନିଯୁକ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତି କରାଯାଇଛି। ସେହିପରି ଯୋଜନା ଓ ସଂଯୋଜନା ବିଭଗର…

ବରଗଡ଼ରେ ପିଏମ କିଷାନ ଉତ୍ସବ: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଆଜି ଚାଷୀମାନଙ୍କୁ ମିଳିଛି ପିଏମ କିଷାନ ସମ୍ମାନ ନିଧି ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର ପ୍ରଦେଶର ବାରଣାସୀରେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରଗଡ଼ ଗସ୍ତ କରିଛନ୍ତି। ବରଗଡ଼ର ଜର୍ଜ…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତି ପାଇଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି ।

ଆସନ୍ତାକାଲି ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କାଲି ଜାରି ହେବ ପିଏମ୍‌ କିଶାନ ନିଧି ଯୋଜନାର ସପ୍ତଦଶ କିସ୍ତି । ବିଭିନ୍ନ ଜିଲ୍ଲା ଓ କୃଷି ବିଜ୍ଞାନ କେନ୍ଦ୍ରରେ ଆୟୋଜନ ହେବ କାର୍ଯ୍ୟକ୍ରମ । ବରଗଡ଼ରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି…

ଶୃଙ୍ଖଳିତ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ ଆୟୋଜିତ ଉକ୍ତ ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃ୍‌ଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ…

ବିରଳ ରୋଗରେ ପୀଡ଼ିତ ବାଳକକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା

ଭଦ୍ରକର ଜଣେ ବାଳକ ବାବୁଲି ବାରିକଙ୍କୁ ତୁରନ୍ତ ସ୍ୱାସ୍ଥ୍ୟ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ପରିବାରକୁ ତୁରନ୍ତ ୩୦ ହଜାର ଟଙ୍କା ସହାୟତା ଯୋଗାଇ ଦେବାକୁ…