Tag: Mohan Charan Majhi

Konark Eco Retreat: କୋଣାର୍କ ଇକୋ ରିଟ୍ରିଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ ମୁହାଁଣ ନିକଟରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ ହୋଇଛି ୭ମ ଇକୋ-ରିଟ୍ରିଟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଉତ୍ସବକୁ ଉଦ୍‌ଘାଟନ କରିଛନ୍ତି । କାର୍ଯ୍ୟକ୍ରମରେ ଅଭିଭାଷଣ ରଖି…

Mohan Majhi’s Nuapada Visit: ମୋହନ ମାଝୀଙ୍କ ନୁଆପଡା ଗସ୍ତ କାର୍ଯ୍ୟସୂଚୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୁଣି ଥରେ ନୂଆପଡାରେ ମାରାଥନ ପ୍ରଚାର କରିବେ । ରୋଡ ଶୋ ମାଧ୍ୟମରେ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କରିବେ ମାଝୀ । ମୋହନ ଚରଣ ମାଝୀଙ୍କ ନୂଆପଡା ଜିଲ୍ଲା ଗସ୍ତ ସମୟରେ ହେବାକୁଥିବା ଆଜିର…

ଓଡ଼ିଶାରେ ୭୫ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ନିଷ୍ପତ୍ତି

ଓଡ଼ିଶାରେ ୭୫ ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରାୟ ୧୪ କୋଟି ବ୍ୟୟରେ ଓଡ଼ିଶାରେ ୭୫ ବରପୁତ୍ରଙ୍କ ପ୍ରତିମୂର୍ତ୍ତି…

୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ତିନିଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ସିପି ରାଧାକ୍ରିଷ୍ଣନ୍ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ । ଏହି ସମାରୋହରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଓଡ଼ିଶା ପ୍ରସଙ୍ଗରେ ଆଲୋଚନା ମଧ୍ୟ କରିପାରନ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

ଓଡ଼ିଶାର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଘୋଷଣା କରିଛନ୍ତି । ଏହା ଫଳରେ…

ଓଡ଼ିଶାରେ ରେଳ ପ୍ରକଳ୍ପର ତ୍ୱରିତ କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଓ ରେଳମନ୍ତ୍ରୀ ଙ୍କ ଆଲୋଚନା

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ଗତକାଲି କେନ୍ଦ୍ର ରେଳ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ଆଲୋଚନା କରି ଓଡ଼ିଶାର ରେଳ ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ବିଭିନ୍ନ ନୂଆ ପ୍ରକଳ୍ପ ସହିତ ମଞ୍ଜୁର…

ପି.ଏମ ପୋଷଣ ଯୋଜନାରେ କାମ କରୁଥିବା ପାଚକ, ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତ

ଓଡ଼ିଶାର ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ପଡୋଶୀ ରାଜ୍ଯର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ପାଇଁ ପ୍ରଚାର କରିବାକୁ ଆସନ୍ତାକାଲି (ନଭେମ୍ବର ୧୧) ଝାଡ଼ଖଣ୍ଡ ଗସ୍ତ କରିବାର କାର୍ଯ୍ଯକ୍ରମ ରହିଛି। ନଭେମ୍ବର ୧୩ ରେ ଝାଡ଼ଖଣ୍ଡର ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ…

ଚଳିତ ଶିକ୍ଷାବର୍ଷ ରୁ ଉଚ୍ଚଶିକ୍ଷା କ୍ଷେତ୍ର ରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି ୨୦୨୦

ଜାତୀୟ ଶିକ୍ଷା ନୀତି ୨୦୨୦କୁ ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଉଚ୍ଚ ଶିକ୍ଷା କ୍ଷେତ୍ରରେ ଲାଗୁ କରାଯିବ। ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା ସରକାର ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ…

ହୋମଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ମୁଖ୍ଯମନ୍ତ୍ରୀ ମୋହନ ମାଝୀ ଶନିବାର ଦିନ ରାଜ୍ଯରେ ନୂତନ ହୋମ୍ ଗାର୍ଡ ପଞ୍ଜୀକରଣ ଉପରେ ପ୍ରତିବନ୍ଧକ ହଟାଇବାକୁ ଘୋଷଣା କରିଛନ୍ତି। ୨୦୨୦ ମସିହା ଫେବୃଆରୀ ମାସରୁ ଏହି ନିଷେଧାଦେଶ ଲାଗୁ ହୋଇଥିଲା। ୨୨୯୮ ଟି ଖାଲି ହୋମ୍ ଗାର୍ଡ ପଦବୀ ଶୀଘ୍ର…