Tag: Mohan Majhi

Manmohan Samal Praises Odisha Govt: ବିପର୍ଯ୍ୟୟ ମୁକାବିଲାରେ ରାଜ୍ୟ ସରକାରଙ୍କ ପ୍ରୟାସ ପ୍ରଶଂସନୀୟ: ମନମୋହନ ସାମଲ

ବଙ୍ଗୋପସାଗରରେ ଗଭୀର ଅବପାତ ଯୋଗୁ ସାରା ରାଜ୍ୟରେ ପବନ, ବ୍ୟାପକ ବର୍ଷା ଲାଗି ରହିବା ସହ ବହୁ କ୍ଷୟକ୍ଷତି ହୋଇଛି । ଲଗାଣ ବର୍ଷା ଯୋଗୁ ରାଜ୍ୟର ସମସ୍ତ ନଦୀର ଜଳସ୍ତର ବଢ଼ି ପୁନର୍ବାର ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି ।…

Vedanta to Set Up Hospital in Western Odisha: ପଶ୍ଚିମ ଓଡ଼ିଶାରେ ହଜାରେ ଶଯ୍ୟା ବିଶିଷ୍ଟ ହସ୍ପିଟାଲ କରିବ ବେଦାନ୍ତ

ପଶ୍ଚିମ ଓଡ଼ିଶାରେ ଏକ ବଡ଼ ହସ୍ପିଟାଲ ପ୍ରତିଷ୍ଠା କରିବା ନେଇ ଘୋଷଣା କରିଛନ୍ତି ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ । ଏନେଇ ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଲୋଚନା କରିବା ସହ ଏକ ହଜାର ଶଯ୍ୟା ବିଶିଷ୍ଟ…

Tata Steel Friendship Cup Football Tournament: କଳିଙ୍ଗ ଷ୍ଟାଡିୟମରେ ଟାଟା ଷ୍ଟିଲ୍ ଫ୍ରେଣ୍ଡସିପ୍ କପ୍ ଫୁଟବଲ୍‌ରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଖେଳକୁଦ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ । ଖେଳ ମାଧ୍ୟମରେ ସମାଜରେ ଏକତା, ଭାଇଚାରା ଓ ସଦ୍‌ଭାବନା ବୃଦ୍ଧି ପାଇଥାଏ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ୧୬ତମ ଟାଟା ଷ୍ଟିଲ୍‌ ଫ୍ରେଣ୍ଡସିପ୍…

Semicon India 2026: ସେମିକନ ଇଣ୍ଡିଆ ୨୦୨୬ରୁ ଓଡ଼ିଶା ପାଇଁ ୨୩, ୬୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରୁ ଫେରିଛନ୍ତି । ଏହି ଦୁଇଦିନ ମଧ୍ୟରେ ଗତକାଲି ସେମିକନ୍ ଇଣ୍ଡିଆ ୨୦୨୬ ସମ୍ମିଳନୀରେ ଯୋଗ ଦେଇଥିଲେ ଏବଂ ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ବିକଶିତ ଭାରତର ଲକ୍ଷ୍ୟ…

Odisha CM Announces Ex-Gratia: ମଧ୍ୟପ୍ରଦେଶରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ, ୫ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମଧ୍ୟପ୍ରଦେଶରେ ଏକ ସଡ଼କ ଦୁର୍ଘଟଣାରେ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେମିକନ ୨୦୨୬ରେ ଯୋଗ ଦେଇ ଆଜି ଦିଲ୍ଲୀରୁ ଫେରିବା ପରେ ଭୁବନେଶ୍ୱର ବିମାନବନ୍ଦର ଠାରେ ଗଣମାଧ୍ୟମ ଆଗରେ…

Teachers’ Day 2026: ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କଲେ ମୁଖ୍ୟମନ୍ତ୍ରୀ

ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି । କଟକସ୍ଥିତ ସେକେଣ୍ଡାରୀ…

Odisha CM to Visit Dubai: ଦୁବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଇନଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ

ଓଡ଼ିଶାରେ ଅଧିକ ପୁଞ୍ଜିନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁବାଇ ଗସ୍ତରେ ଯିବେ । ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ଦୁବାଇ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଦୁବାଇରେ ଆୟୋଜିତ ଇନଭେଷ୍ଟର୍ସ ମିଟ୍‌ରେ…

Independence Day: ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; OCS ପରୀକ୍ଷା ନିୟମ କୋହଳ କଲେ ରାଜ୍ୟ ସରକାର

୮୦ତମ ସ୍ୱାଧୀନତା ଦିବସ ଅବସରେ ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛାତ୍ରଛାତ୍ରୀ ଓ ଚାଷୀଙ୍କ ପାଇଁ ଏକାଧିକ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ ଓଡ଼ିଶା ସିଭିଲ ସେବା ପରୀକ୍ଷା…

Independence Day 2026: ଗାନ୍ଧୀ ମାର୍ଗରେ ଧୂମଧାମରେ ପାଳିତ ହେଲା ସ୍ୱାଧୀନତା ଦିବସ

ସ୍ୱାଧୀନତା ଦିବସ- ୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ସ୍ଥିତ ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରୁଛନ୍ତି । ୮୦ତମ ସ୍ୱାଧୀନତା ଦିବସ ଅବସରରେ ମହାତ୍ମା…