Tag: Mohan Majhi In Sambalpur

Mohan Majhi In Sambalpur: ପ୍ରାୟ ୯୪୮ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତରେ ଯାଇ ସେଠାରେ ଜିଲ୍ଲା ପାଇଁ ପ୍ରାୟ ୯୪୮ କୋଟି ଟଙ୍କା ମୂଲ୍ୟର ୨୫ଟି ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସୂଚନାଯୋଗ୍ୟ ଯେ ସେଥିରୁ…