Tag: Mohan Majhi

ନବରଙ୍ଗପୁର ‘ମଣ୍ଡେଇ ୨୦୨୪’ ର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟର ଗନ୍ତାଘର ନବରଙ୍ଗପୁର ଜିଲ୍ଲାର ଡଙ୍ଗର ପାହାଡ ଓ ଜଙ୍ଗଲର ଶାନ୍ତ ସବୁଜ ପରିବେଶକୁ ଦେଖିଲେ ସ୍ୱର୍ଗୀୟ ସୁଖ ଅନୁଭବ ହୋଇଥାଏ। ଜନଜାତି ବହୁଳ ନବରଙ୍ଗପୁର ଜିଲ୍ଲାର ନିଜସ୍ୱ ସଂସ୍କୃତି ଓ ଜନଜାତି ଜୀବନଧାରା ଓଡିଶାର ସାଂସ୍କୃତିକ ଚିତ୍ରପଟ୍ଟକୁ…

ଚାଷୀ ଭାଇମାନେ ପାଇଲେ ୮୦୦ ଟଙ୍କା ଇନ୍‌ପୁଟ ସହାୟତା, କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କା

ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ସାଧାରଣ ଲୋକଙ୍କ ସମସ୍ୟା ଶୁଣି ଲୋକଙ୍କ ସରକାର ଆଖ୍ୟା ପାଇଥିଲେ। ମା ମାନଙ୍କୁ ସୁଭଦ୍ରା ଯୋଜନାରେ ସହାୟତା ଦେଇ ମା ମାନଙ୍କ ସରକାର ଭାବେ ମଧ୍ୟ ସୁନାମ କରିଥିଲେ। ଆଜି ଚାଷୀ…

ଓଡ଼ିଶା ଚାଷୀ ପାଇବେ ୮୦୦ ଟଙ୍କା ବୋନସ୍

ଚାଷୀଙ୍କ ହିତରେ ରାଜ୍ୟ ସରକାର। କଥା ଦେଇ କଥା ରଖିଲେ ମୋହନ ସରକାର । ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ବରଗଡ଼ର ସୋହେଲାଠାରେ ଧାନର ଇନ୍‌ପୁଟ ସହାୟତା ରାଶି ବଣ୍ଟନର…

ପ୍ରୟାଗ ରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହା କୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି। ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ…

ଦାନା ବାତ୍ୟା ଯୋଗୁଁ ହୋଇଛି ବ୍ୟାପକ କ୍ଷୟକ୍ଷତି; ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

ଆଜି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ଓ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଓ ନଭେମ୍ବର ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ,…

ଅକ୍ଟୋବର ୨୯ ତାରିଖରେ ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଓଡ଼ିଶାରେ ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସିରେ ଏ ଯୋଜନାର ଶୁଭାରମ୍ଭ କରିବେ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ଅବସରରେ ଉପସ୍ଥିତ ରହିବେ । ୭୦ ବର୍ଷରୁ…

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ…

କେନ୍ଦୁଝର ଓ ସୋନପୁରରେ ଇଏସଆଇ ହସ୍ପିଟାଲକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ପ୍ରତିଟି ଜୀବନ ମୂଲ୍ୟବାନ। ତେଣୁ ଗରିବ ଶ୍ରେଣୀର ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ନୂଆ ଇଏସଆଇ ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୁର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା…

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…

ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର

ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ବରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର ।ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆ ଯାଇଥିଲା। ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି…