ଦେଶ ରାଜ୍ୟ ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କ ଗଣଦୁଷ୍କର୍ମ ଘଟଣା: ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 11, 2025 Nirvay ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ ନିନ୍ଦା କରିଛନ୍ତି । ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେ…
ରାଜ୍ୟ କଟକରେ ଶାନ୍ତି ସ୍ଥାପିତ ପାଇଁ ମୋହନ ସରକାରଙ୍କ ପଦକ୍ଷେପ ସ୍ୱାଗତଯୋଗ୍ୟ October 8, 2025 Nirvay ଭାଇଚାରାର ସହର କଟକରେ ଧୀରେ ଧୀରେ ଶାନ୍ତି ଫେରୁଛି । ସହରରେ ଶାନ୍ତି ଫେରାଇ ଆଣିବାକୁ ମୋହନ ସରକାରଙ୍କ ପଦକ୍ଷେପ ବେଶ ସ୍ୱାଗତଯୋଗ୍ୟ । ପରିସ୍ଥିତି ଉଦବେଗଜନକ ହେବା କ୍ଷଣି ତୁରନ୍ତ ଆକ୍ସନ ନେଇ କର୍ଫ୍ୟୁ ଜାରି କରିବା ସହ ୩୬…
ରାଜନୀତି ରାଜ୍ୟ ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୧୦୧ କୋଟି ଟଙ୍କାର ଭେଟି October 6, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ୧,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ବିକାଶମୂଳକ ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜଳସେଚନ…
ରାଜ୍ୟ ଦଶହରା ଦୁର୍ଗା ମେଢ଼ ପାଇଁ ରାଜ୍ୟ ସରକାରଙ୍କ ୭ କୋଟିର ଭେଟି October 4, 2025 Nirvay ଚଳିତ ବର୍ଷ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମୁଦାୟ…
ରାଜ୍ୟ ଗଜପତି ଭୂସ୍ଖଳନରେ ୨ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ October 3, 2025 Nirvay ଦୁଇ ଦିନ ଧରି ଲଗାଣ ବର୍ଷାରେ ଗଜପତି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବାବେଳେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇ ୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…
ରାଜ୍ୟ ମୋଦିଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱାଗତ ଭାଷଣ September 27, 2025 Nirvay ଝାରସୁଗୁଡାସ୍ଥିତ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ରଙ୍କୁ ସ୍ୱାଗତ ଜଣାଇ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ପକ୍ଷରୁ, ଝାରସୁଗୁଡ଼ାର…
ରାଜ୍ୟ ଝାରସୁଗୁଡ଼ାରେ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି September 27, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସି ଝାରସୁଗୁଡାର ଅମିଲିପାଲିଠାରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେଇ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏକ ଐତିହାସିକ ସଫଳତା…
ରାଜ୍ୟ ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର September 26, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗ (State PSUs) ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫…
ରାଜ୍ୟ ସୁନ୍ଦରଗଡ଼ ଟ୍ରାଜେଡି: ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ September 25, 2025 Nirvay ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଏହି ଦୁଃଖଦ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରି ଶୋକସନ୍ତପ୍ତ ପରିବାରବର୍ଗଙ୍କ…
ରାଜନୀତି ରାଜ୍ୟ ନୂଆପଡାରେ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 21, 2025 Nirvay ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଵତନ୍ତ୍ର ବିମାନ ଯୋଗେ ନୂଆପଡ଼ା ସ୍ଥିତ ଏୟାରଷ୍ଟ୍ରିପ୍ରେ ପହଞ୍ଚି ଖରିଆରରୋଡ ସ୍ଥିତ FCI ଗୋଦାମ ଗୃହରେ ଆୟୋଜିତ ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେଇଛନ୍ତି । ଏହି ସଭାରେ…