Tag: Mohan Majhi

All-Party Meeting Begins: ବିଧାନସଭା ବଜେଟ ଅଧିବେଶନ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ

ଆଗାମୀ ବଜେଟ୍ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି । ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ବିରୋଧୀ ଦଳ…

Odisha CM In Keonjhar: କେନ୍ଦୁଝରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲ୍ଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ୍ ଭିତ୍ତିଭୂମି ବିକାଶରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ଯୋଡି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ର ଶିଳାନ୍ୟାସ କରିଛନ୍ତି । ୧୦୦…

CM Grievance Hearing: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ୯୪% ଅଭିଯୋଗ ହୋଇଛି ସମାଧାନ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ୯୪% ଅଭିଯୋଗ ହୋଇଛି ସମାଧାନ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁସାରେ ୧୬ତମ ପାଳି ସୁଦ୍ଧା ୯୪ ପ୍ରତିଶତ ଅଭିଯୋଗର ହୋଇଛି ସମାଧାନ । ୧୪,୦୫୪ଟି ଅଭିଯୋଗ ମଧ୍ୟରୁ ୧୩,୧୬୯ଟି…

Naveen Writes To Mohan Majhi: ଧାନ ବିକ୍ରିରେ ଚାଷୀ ଭୋଗୁଥିବା ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଧାନ ସଂଗ୍ରହ ସମୟରେ ଆମ ରାଜ୍ୟର ଅନ୍ନଦାତାମାନେ କିପରି ବ୍ୟବସ୍ଥାଗତ ଶୋଷଣ ଓ କଷଣର ସମ୍ମୁଖୀନ ହେଉଛନ୍ତି, ସେ ସମ୍ପର୍କରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୃଷ୍ଟି ଆକର୍ଷଣ କରିଛନ୍ତି…

BCPPER Economic Roadmap: ଅର୍ଥନୈତିକ ଅଞ୍ଚଳ ପାଇଁ ବିସିପିପିଇଆର୍ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ହେବ ଅର୍ଥନୈତିକ କରିଡର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଇକୋନୋମିକ୍ ରିଜିଅନ୍ (BCPPER) ର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ଲୋକସେବା ଭବନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିଲା ।…

Pariksha Pe Charcha 2026: ପିଲାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ

ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ । ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କରିଛନ୍ତି ପରୀକ୍ଷା ପେ…

‘Ama Sathi’ WhatsApp Bot Launched: ‘ଆମ ସାଥୀ’ ୟୁନିଫାଏଡ୍‌ ହ୍ଵାଟସଆପ୍ ବଟ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଏଣିକି ହ୍ଵାଟସଆପ୍ ରେ ମିଳିବ ରାଜସ୍ୱ ସେବା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏକ ନୂତନ ହ୍ଵାଟସଆପ୍ ବଟ ଉନ୍ମୋଚନ କରିଛନ୍ତି । ଏହି ବଟ ମାଧ୍ୟମରେ ରାଜସ୍ୱ ସେବା ପ୍ରଦାନ କରାଯିବ । ଏଣିକି…

Mukhyamantri Kanya Bibaha Yojana Launched: ରାଜ୍ୟରେ ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ର ଶୁଭାରମ୍ଭ ଆଜି ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଶକ୍ତିପୀଠ ତାରାତାରିଣୀ ପୀଠରୁ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନା ଅନ୍ତର୍ଗତ ଆଜି ୨୦୦ ଦମ୍ପତିଙ୍କୁ ସାମୁହିକ…

Aditya Aluminium Controversy: ବିନା ପରିବେଶ ମଞ୍ଜୁରୀ ଓ ଜନ ଶୁଣାଣିରେ ହୋଇଗଲା ଭୂମି ପୂଜନ

ଆଦିତ୍ୟ ଆଲୁମିନିୟମ କମ୍ପାନି ଓଡ଼ିଶାରେ ଏକ ବିବାଦୀୟ ପ୍ରକଳ୍ପ ପାଇଁ ଭୂମି ପୂଜନ କରିଛି । ଏହି ପ୍ରକଳ୍ପ ପାଇଁ ପରିବେଶ ମଞ୍ଜୁରୀ ଏବଂ ଜନ ଶୁଣାଣି ବାକି ଥିବା ବେଳେ କମ୍ପାନି ଏହି କାର୍ଯ୍ୟ କରିଛି । କମ୍ପାନି ପରିବେଶ…

Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ । ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା ଓ ଆମ ସଂସ୍କୃତିର ଜୀବନ୍ତ ଐତିହ୍ୟକୁ ଉତ୍ସବରେ ପରିଣତ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ…