Tag: Mohan Majhi

National Youth Day: ଉତ୍କଳ ବିଶ୍ୱ ବିଦ୍ୟାଳୟରେ ଜାତୀୟ ଯୁବ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଆଜି ଉତ୍କଳ ବିଶ୍ୱ ବିଦ୍ୟାଳୟ ବାଣୀବିହାର ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳିତ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସ୍ୱାମୀଜୀଙ୍କୁ ରାଷ୍ଟ୍ର ନିର୍ମାଣର ଆଧାର ଓ ଚାରିତ୍ରିକ…

National Road Safety Month: ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ସଡକ ସୁରକ୍ଷା ଯୋଜନା ସମ୍ମାନ’

ରାଜ୍ୟର ସଡକ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି ଏକ ଐତିହାସିକ ଦିନ । ସାରା ରାଜ୍ୟରେ ଏବେ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହେଉଥିବା ବେଳେ, ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଡକ ସୁରକ୍ଷା ପାଇଁ ଅନେକ…

Mohan Majhi In Sambalpur: ପ୍ରାୟ ୯୪୮ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତରେ ଯାଇ ସେଠାରେ ଜିଲ୍ଲା ପାଇଁ ପ୍ରାୟ ୯୪୮ କୋଟି ଟଙ୍କା ମୂଲ୍ୟର ୨୫ଟି ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ସୂଚନାଯୋଗ୍ୟ ଯେ ସେଥିରୁ…

E-Buses In Sambalpur: ସମ୍ବଲପୁରରେ ୨୫ଟି ଇ-ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁରବାସୀଙ୍କ ଗମନା ଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା…

Small Aircraft Crash In Rourkela: ରାଉଲକେଲାରେ ବିମାନ ଦୁର୍ଘଟଣା; ୬ ଆହତ

ଇଣ୍ଡିଆୱାନ୍ ଏୟାର ଦ୍ୱାରା ପରିଚାଳିତ ଏକ ଛୋଟ ଚାର୍ଟର୍ଡ ବିମାନ ଆଜି ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ସମୟରେ ରାଉରକେଲା ରଘୁନାଥପାଲିରେ ଜରୁରୀକାଳୀନ ଅବତରଣ କରିଥିଲା । ତେବେ ଅବତରଣ ସମୟରେ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଦୁଇ ପୁରୁଷ, ଦୁଇ…

Odisha Cabinet Decision: ୩ ସହରରେ ହେବ ବିଶ୍ୱ ଦକ୍ଷତା କ୍ୟାମ୍ପସ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୮ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।…

Bomb Scare At Odisha Courts: ମିଛ ବୋମା ଭୟ; SOP ଜାରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋର୍ଟ ଉଡାଇଦେବାକୁ ମିଳିଥିବା ମିଛ ବୋମା ଧମକର ସମୀକ୍ଷା କରିଛନ୍ତି । ଖୁବ ଶୀଘ୍ର ଓଡ଼ିଶା ପୋଲିସ ପକ୍ଷରୁ SOP ଆଣିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ…

Public Grievance Hearing: ୧୬ତମ ଜନ ଅଭିଯୋଗ ଶୁଣାଣିରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କବିତା ପାଠ

ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି କେବଳ ସଫଳ ହେଉନାହିଁ ବରଂ ଏହାର ସଫଳତା ପ୍ରତିଟି ସାଧାରଣ ଲୋକଙ୍କ ମୁହଁରେ ଆଜି ପ୍ରତିଫଳିତ ହେଉଛି । ଅଭିଯୋଗର ସମାଧାନ ପରେ କିଏ ଶୁଭେଚ୍ଛା ପତ୍ର ଲେଖୁଛି, ତ କିଏ ମୁଖ୍ୟମନ୍ତ୍ରୀଙ୍କୁ ଅଜସ୍ର ଧନ୍ୟବାଦ ଦେଇ…

OPSC OCS Notification: ୧୫୧ଟି ଅଧିକ ପଦବୀ ପୂରଣ ପାଇଁ ଓପିଏସସିକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ନିକଟରେ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ଓଡିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶିତ ହୋଇଥିଲା । ହେଲେ ଏଥିରେ ଓଏଏସ୍, ଓଆର୍‌ଏସ୍ ଆଦି କେତେକ କ୍ୟାଡରରେ ଆଦୌ ପଦବୀ ନଥିବାରୁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିବାର ଖବର…

Odisha Vigilance: ଭିଜିଲାନ୍‌ସ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଗତ ୨୦ ବର୍ଷର ଇତିହାସକୁ ପଛରେ ପକାଇ ଓଡ଼ିଶା ଭିଜିଲାନ୍ସ ଏକ ଉତ୍କୃଷ୍ଟ ଉଦାହରଣ ସୃଷ୍ଟି କରିଛି । ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଯୋଗୁ ରାଜ୍ୟରେ ଭିଜିଲାନ୍‌ସ ବିଭାଗ ସକ୍ରିୟ ଭାବରେ କାର୍ଯ୍ୟକରି ଦୁର୍ନୀତିଖୋର୍ ମାନଙ୍କୁ ଧରିବାରେ…