Tag: Mohan Majhi

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ସଫେଇ କର୍ମଚାରୀଙ୍କୁ ମିଳିବ ୧୦ ଲକ୍ଷର ଜୀବନବୀମା

ପରିମଳ କର୍ମଚାରୀଙ୍କୁ ସୁରକ୍ଷା, ସମ୍ମାନ ପ୍ରଦାନ ପାଇଁ ଲୋକସେବା ଭବନରେ ଆୟୋଜିତ ‘ଗରିମା’ କାଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି ଯେ ପରିମଳ କର୍ମଚାରୀଙ୍କୁ ଏଣିକି ଜୀବନ ବୀମା ମିଳିବ । ସମସ୍ତ ସଫେଇ…

‘ବିକଶିତ ଗାଁ ବିକଶିତ ଓଡିଶା’ ଯୋଜନାକୁ ହାଇକୋର୍ଟଙ୍କ ଝଟକା

ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରିତା ଉପରେ ଓଡ଼ିଶା ହାଇକୋର୍ଟଙ୍କ ଅନ୍ତରୀଣ ଅଙ୍କୁଶ ଲାଗିଛି । ଗତ ଫେବୃଆରୀ ୫ ତାରିଖରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା । ତେବେ ଯୋଜନାରେ ଗ୍ରାମସଭାର କ୍ଷମତା ସଙ୍କୁଚିତ କରାଯାଇଥିବା ଅଭିଯୋଗ କରି…

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ; ପୂର୍ବତନ ଯୋଗାଣ ନିରୀକ୍ଷକ ଚାକିରୀରୁ ବହିସ୍କୃତ

ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁଗୋଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ…

‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଲେଜ ଓ ବିଶ୍ୱବିଦ୍ୟାଳୟ ପରି ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକରେ ଛାତ୍ରୀମାନଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ରାଜ୍ୟ ସରକାର ଏକ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ବିଗତ ଦିନମାନଙ୍କରେ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରୀମାନଙ୍କ…

ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ; ମୁଖ୍ୟମନ୍ତ୍ରୀ କଲେ ସହାୟତା ଘୋଷଣା

ସମ୍ପନ୍ନ ହେଲା ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଶେଷକୃତ୍ୟ । ଗତକାଲି ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୋମ୍ୟାଶ୍ରୀ । ତାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ଗାଁ ବାଲେଶ୍ୱର ଜିଲ୍ଲା ଭୋଗରାଇର ପଳାସିଆକୁ ନିଆଯାଇଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିଛନ୍ତି । ସାକ୍ଷାତ କାଳରେ ଓଡିଶାର ଭିଜନ ଡକୁମେଣ୍ଟ ୨୦୩୬ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି । ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର…

ଆସନ୍ତା ବର୍ଷ ପୁରୀରେ ଅନୁଷ୍ଠିତ ହେବ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ

ଆଜି ରାଞ୍ଚିରେ ଅନୁଷ୍ଠିତ ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଫେରି ଆସିଛନ୍ତି । ଭୁବନେଶ୍ୱର ଫେରିବା ପରେ ବିମାନ ବନ୍ଦର ଠାରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ଓଡିଶା ଖଣି ନିଗମ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ଖଣି ନିଗମର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ୨୦୨୫-୨୬ ରେ ଓଏମସି ୫୦ ମିଲିଅନ ଟନ ଖଣିଜ ପଦାର୍ଥ ଉତ୍ପାଦନ କରିବା ସହିତ ୩୦ ହଜାର କୋଟି ଟଙ୍କାର…

ଦଳ ସରକାରଙ୍କ ସହ ଖୁଣ୍ଟ ଭଳି ଠିଆ ହୋଇରହିବ: ମନମୋହନ ସାମଲ

ଚତୁର୍ଥଥର ଦଳର ଦାୟିତ୍ୱ ନେବା ପରେ, ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସରକାରଙ୍କ ପଛରେ ଖୁଣ୍ଟ ଭଳି ଛିଡ଼ା ହେବ ଦଳ । ସାଇନବୋର୍ଡ ପାର୍ଟିରୁ ସରକାର ଗଢ଼ିଛି ବିଜେପି । ତେଣୁ ବିଜେପି…

ସଭାପତି ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ମନମୋହନ ସାମଲଙ୍କ ନାଁ ବିଜେପି ସଭାପତି ଭାବେ ଆଜି ବିଧିବଦ୍ଧ ଭାବେ ଘୋଷଣା ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୨୪ ରେ ମନମୋହନ ଭାଇଙ୍କ ପାଇଁ ରାଜ୍ୟରେ ସରକାର ହୋଇଛି କହିଲେ ମୁଖ୍ୟମନ୍ତ୍ରୀ ।…