Tag: Mohan Majhi

ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ରର ଶୁଭ ଉଦଘାଟନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ର ର ଉଦ୍‌ଘାଟନ କରିଛନ୍ତି । ଏଠାରେ କର୍କଟ ରୋଗୀଙ୍କ ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଓ…

ଫେବୃଆରୀ ୧୩ ରୁ ବିଧାନସଭା ବଜେଟ ଅଧିବେଶନ, ୧୭ ରେ ବଜେଟ୍ ଉପସ୍ଥାପନ

ଆସନ୍ତା ଫେବୃଆରୀ ୧୩ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ହେବ । ବିଧାନସଭା ସଚିବାଳୟ ପକ୍ଷରୁ ଜାରି…

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଆଜି ସନ୍ଧ୍ୟାରେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଏବଂ ପୋଲିସ୍ ବିଭାଗରେ…

ଓଡିଶା ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତିନାମାର ବିନିମୟ

ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ପରେ ଅପରାହ୍ନରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ଵାକ୍ଷରିତ କରିଛନ୍ତି । ଥର୍ମନ ଶନ୍ମୁଗରତ୍ନମ୍ ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ସିଙ୍ଗାପୁର…

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ

ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । କାଲି ଦିନ ୧୧.୪୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଅପରାହ୍ନ ୨ ଟାରେ ସିଙ୍ଗାପୁର ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବାର କାର୍ଯ୍ୟକ୍ରମ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝରର ବିକାଶକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ କେନ୍ଦୁଝର ଜିଲ୍ଲା ଝୁମ୍ପୂରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି । ଏହି ଅବସରରେ ଗଣ ମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର MOU ନେଇ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୋଦି

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ନିମନ୍ତେ ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ, ଭାରତ ସରକାର ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା ସରକାରଙ୍କ ମଧ୍ୟରେ ଏମଓୟୁ ପାଇଁ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ…

ହାତୀ ପିଠିରେ ବୁଲିଲେ ମୁଖ୍ୟମନ୍ତ୍ରୀ; ବରଗଡ଼ ଧନୁଯାତ୍ରାରେ କଲେ ବଡ଼ ଘୋଷଣା

ବରଗଡ଼ ଧନୁଯାତ୍ରାରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ହାତୀ ପିଠିରେ ସବାର ହୋଇ ସହର ପରିକ୍ରମା କରି ସାରିବା ପରେ ବିଶେଷ ଘୋଷଣା କଲେ । 📌 ବରଗଡ଼ ଧନୁଯାତ୍ରା ଅନୁଦାନ ୧୦ ଲକ୍ଷ ଟଙ୍କାରୁ ୧ କୋଟି…

ଓଡ଼ିଶା ଉଚ୍ଚନ୍ୟାୟାଳୟର ‘ନ୍ୟାୟିକ ଅଭିଲେଖାଗାର’ ଉଦ୍‌ଘାଟିତ

କଟକ ଜୁଡିସିଆଲ ଏକାଡେମୀ ନିକଟରେ ଓଡ଼ିଶା ଉଚ୍ଚନ୍ୟାୟାଳୟର ‘ନ୍ୟାୟିକ ଅଭିଲେଖାଗାର’ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଚ଼କ୍ରଧାରୀ ଶରଣ ସିଂ ଏବଂ ରାଜ୍ୟ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଶୁଭ ଉଦଘାଟନ…

ଓଡ଼ିଶା ହେବ ଆଇଟି ହବ୍, ସୂଚନା ଦେଲେ ଅଶ୍ୱିନୀ ବୈଷ୍ଣବ

କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ଓଡିଶାରେ ରେଳ ଯୋଗାଯୋଗ…