Tag: Mohan Majhi

ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24…

କାଶୀ-ତାମିଲ୍ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାରାଣାସୀ ଠାରେ ଆୟୋଜିତ କାଶୀ-ତାମିଲ ସଙ୍ଗମ ୩.୦ କାର୍ଯ୍ୟକ୍ରମରେ ଯୋଗ ଦେଇ କହିଛନ୍ତି ଯେ, କାଶୀ-ତାମିଲ୍ ସଙ୍ଗମ ହେଉଛି ଦେଶର ସାଂସ୍କୃତିକ ଐତିହ୍ୟ ଓ ଏକତାର ଅନନ୍ୟ ନିଦର୍ଶନ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ମହାକୁମ୍ଭ ୨୦୨୫: ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଠାରୁ ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯିବେ । ଶିବରାତ୍ରୀ ଦିନ ମହାକୁମ୍ଭ ଶେଷ ହେଉଥିବା ବେଳେ ମୋହନ ମାଝୀ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ଏହା ପରେ ସେ ଅଯୋଧ୍ୟାରେ ରାମଲଲାଙ୍କୁ…

ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୋହନ ମାଝୀ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍‍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀ ବ୍ୟକ୍ତିଙ୍କ ଉପରେ…

ଓମାନରୁ ଓଡିଶା ଫେରିଲେ ୪ ଓଡ଼ିଆ ଶ୍ରମିକ

ଓମାନରେ ଫସି ରହିଥିବା ଗଞ୍ଜାମ ଅଞ୍ଚଳର ୪ ଜଣ ଓଡ଼ିଆ ଶ୍ରମିକ ନିରାପଦ ଭାବେ ଓଡ଼ିଶା ଫେରି ଆସିଛନ୍ତି । ସେମାନେ ଗତକାଲି ଭୋର ୪ ଟାରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ ଯୋଗେ ମସ୍କଟରୁ ମୁମ୍ୱାଇ ଆସିଥିଲେ ଏବଂ ଆଜି…

ବାର୍ଷିକ ରାଜ୍ୟ ବଜେଟ ୨୦୨୫-୨୬ ର ମୁଖ୍ୟାଂଶ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ବାର୍ଷିକ ବଜେଟ୍ ବିଧାନସଭାରେ ଅନୁମୋଦନ ପାଇଁ ଉପସ୍ଥାପନ କରିଛନ୍ତି । ଏହି ଜନକଲ୍ୟାଣକାରୀ ବଜେଟରେ ଭିତ୍ତିଭୂମି, ନଗର ଉନ୍ନୟନ, କୃଷି…

ରାଜ୍ୟ ବଜେଟ୍ ୨୦୨୫-୨୬: ୨ ଲକ୍ଷ ୯୦ ହଜାର କୋଟିର ବ୍ୟୟବରାଦ, ବଜେଟରେ କୃଷିକୁ ଗୁରୁତ୍ୱ

ଆଜି ବିଧାନସଭାରେ ୨ ଲକ୍ଷ ୯୦ ହଜାର କୋଟି ଟଙ୍କାର ୨୦୨୫-୨୬ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ଚାଷୀଙ୍କ ଆୟ ଲାଗି ବଡ଼ ଆକାରର ସହାୟତା ଦେବାକୁ ଏଥର ବଜେଟ୍‌ରେ ଧ୍ୟାନ…

ମହିମା ପୀଠର ବିକାଶ ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମହିମା ପୀଠରେ ପହଞ୍ଚି ପ୍ରଥମେ ଧୂନି ମନ୍ଦିରରେ ଅଲେଖ ସ୍ଵାମୀଙ୍କ ଆଶୀର୍ବାଦ ନେଇଥିଲେ । ପରେ ଭଜନ ମଣ୍ଡପରେ ପହଞ୍ଚି ମହିମା ସାଧୁଙ୍କ ସହ ଆଲୋଚନା କରିଥିଲେ । ବକଳ ଧାରୀ ମହିମା ସମାଜର ସାଧୁମାନଙ୍କ ସହ…

ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ପିଲାଙ୍କୁ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦିନ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏଣିକି ନବମ ଓ ଦଶମ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ସାମିଲ କରାଯିବ । ଏ ନେଇ ରାଜ୍ୟ ସରକାର କ୍ୟାବିନେଟ୍‌ରେ ନିଷ୍ପତ୍ତି…

ମିଳିତ ଭାବେ କାର୍ଯ୍ୟକାରୀ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା

ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ଯ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨୦୦୦ ଟଙ୍କା ପ୍ରଦାନ କରାଯିବ । ଗର୍ଭବତୀ, ପ୍ରସୂତି…