ତାଜା ଖବର ରାଜ୍ୟ Odisha Vigilance: ଭିଜିଲାନ୍ସ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 2, 2026 Nirvay ଗତ ୨୦ ବର୍ଷର ଇତିହାସକୁ ପଛରେ ପକାଇ ଓଡ଼ିଶା ଭିଜିଲାନ୍ସ ଏକ ଉତ୍କୃଷ୍ଟ ଉଦାହରଣ ସୃଷ୍ଟି କରିଛି । ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଯୋଗୁ ରାଜ୍ୟରେ ଭିଜିଲାନ୍ସ ବିଭାଗ ସକ୍ରିୟ ଭାବରେ କାର୍ଯ୍ୟକରି ଦୁର୍ନୀତିଖୋର୍ ମାନଙ୍କୁ ଧରିବାରେ…
ତାଜା ଖବର ରାଜ୍ୟ Puri Upgraded To Municipal Corporation: ପୁରୀ ପୌରପାଳିକା ହେଲା ପୁରୀ ମହାନଗର ନିଗମ December 31, 2025 Nirvay ଆଜିଠାରୁ ପୁରୀ ପୌରପାଳିକା, ମହାନଗର ନିଗମରେ ପରିଣତ ହୋଇଛି । ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ ସମ୍ପର୍କିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନାଯୋଗ୍ୟ ଯେ, ଭାରତ ବର୍ଷର ଏକ ପ୍ରସିଦ୍ଧ ତୀର୍ଥସ୍ଥଳୀ…
ରାଜ୍ୟ New Year 2026: ନୂଆବର୍ଷର ପ୍ରଥମ ଦିନରେ ଖୋଲା ରହିବ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ December 30, 2025 Nirvay ଇଂରାଜୀ ନୂଆବର୍ଷ ୨୦୨୬ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଜାନୁଆରୀ ୧ ତାରିଖ ସରକାରୀ କାର୍ଯ୍ୟ ଦିବସ ରହୁଥିବାରୁ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଗୋଟିଏ ସାଧାରଣ କାର୍ଯ୍ୟଦିବସ ଭଳି ଚାଲିବ ଏବଂ…
ରାଜ୍ୟ Ol Chiki Turns 100: ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ December 27, 2025 Nirvay ଆଜି କେନ୍ଦୁଝର ଜିଲ୍ଲା, ସିଲିସୁଆଁ ଠାରେ ସାନ୍ତାଳୀ ଭାଷା ସାହିତ୍ୟର ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ପାଳନ ହୋଇଥିଲ। । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ସମାରୋହରେ ସେ…
ରାଜ୍ୟ Dharanidhar Naik: କେନ୍ଦୁଝରରେ ବିପ୍ଳବୀ ଧରଣୀଧର ନାଏକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ December 27, 2025 Nirvay କେନ୍ଦୁଝର ସହରରର ପ୍ରବେଶ ଦ୍ୱାର ନେକେଡା ଘରଠାରେ ବିପ୍ଳବୀ ଧରଣୀଧର ନାଏକଙ୍କ ପୂର୍ଣ୍ଣବୟାବ ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଏକ ସ୍ଵତନ୍ତ୍ର ଉତ୍ସବ ଆୟୋଜିତ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ କହିଥିଲେ…
ରାଜ୍ୟ Atal Bihari Vajpayee’s Birth Anniversary: ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି December 25, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର, ଓୟୁଏଟି ସମ୍ମିଳନୀ କକ୍ଷରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ‘ସୁଶାସନ ଦିବସ’ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି…
ତାଜା ଖବର ରାଜ୍ୟ Economic Region In Odisha: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଗଠନ ହେବ ଇକୋନୋମିକ୍ ରିଜିଅନ୍ December 24, 2025 Nirvay ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ…
ତାଜା ଖବର ରାଜ୍ୟ Baraputra Aitihya Gram Yojana: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର December 24, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହି ବୈଠକରେ ‘ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା…
ରାଜ୍ୟ Tribes Advisory Council: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ December 23, 2025 Nirvay ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଜନଜାତି ଉପଦେଷ୍ଟା ମଣ୍ଡଳୀର ୧୮ ଜଣ ସଦସ୍ୟ ଉପସ୍ଥିତ ଥିଲେ । ବୈଠକରେ…
ରାଜ୍ୟ Medical Colleges & Hospitals In Odisha: ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ December 23, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏହି ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା…