ରାଜ୍ୟ ୨୦୨୫-୨୬ ବଜେଟ ପୂର୍ବରୁ ଓଡ଼ିଶାବାସୀଙ୍କ ମତ ଲୋଡ଼ିଲେ ରାଜ୍ୟ ସରକାର January 3, 2025 Nirvay ୨୦୨୫-୨୬ ବଜେଟ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଛନ୍ତି । ୨୦୨୫-୨୬ ବର୍ଷ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ ଏସଏମଏସ ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି…
ତାଜା ଖବର ରାଜ୍ୟ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି January 1, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ଉପରେ ଆରମ୍ଭରୁ କଡ଼ା ଆଭିମୁଖ୍ୟ ନେଇ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆସିଛନ୍ତି। ବିଶେଷ କରି ଉଚ୍ଚ ସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର…
ରାଜ୍ୟ ମାର୍ଚ୍ଚ 31 ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ January 1, 2025 Nirvay ସରକାରଙ୍କ ଲୋକବଳ (man power) ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷ ମାନଙ୍କ ସହିତ ଆଲୋଚନାରେ କହିଛନ୍ତି । ଆଜି ବର୍ଷର…
ରାଜନୀତି ୨୦୨୫ ଭାଜପା ପାଇଁ ବଡ଼ ଚ୍ୟାଲେଞ୍ଜ; ମନ୍ତ୍ରୀମଣ୍ଡଳ ବିସ୍ତାର ମୋହନଙ୍କ ପାଇଁ ହେବ ଅଗ୍ନି ପରୀକ୍ଷା January 1, 2025 Papirani ଇଂରାଜୀ କ୍ୟାଲେଣ୍ଡର ବର୍ଷ ୨୦୨୫ର ଆଜି (ବୁଧବାର) ପ୍ରଥମ ଦିନ । କିନ୍ତୁ ପ୍ରାରମ୍ଭିକ ସ୍ବାଗତ ସମ୍ଭାଷଣ, ଉପହାର ଆଦାନ ପ୍ରଦାନ ଏବଂ ଦେବାଦେବୀଙ୍କ ନିକଟରେ ଅର୍ଜନା ପରେ ଆରମ୍ଭ ହେବ ଅସଲ ପରୀକ୍ଷାର ବେଳ ତିନି ରାଜନୈତିକ ଦଳ ପାଇଁ…
ରାଜ୍ୟ ଓଡିଶା ଜନଜାତିଙ୍କ ଜମି ହସ୍ତାନ୍ତର ସମ୍ପର୍କିତ ସଂଶୋଧନକୁ ପରିଷଦର ନାମଞ୍ଜୁର December 31, 2024 Nirvay ଆଜି ଲୋକସେବା ଭବନରେ ନବଗଠିତ ଜନଜାତି ଉପଦେଷ୍ଟା ପରିଷଦର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ଦୁଇ ବର୍ଷ ରଖାଯାଇଛି ।…
ରାଜ୍ୟ ଚୂଡାନ୍ତ ପର୍ଯ୍ୟାୟରେ ‘ପ୍ରବାସୀ ଭାରତୀୟ ଦିବସ’ ପ୍ରସ୍ତୁତି; ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ସମୀକ୍ଷା December 31, 2024 Nirvay ଭୁବନେଶ୍ୱରସ୍ଥିତ ଜନତା ମଇଦାନଠାରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ…
ରାଜ୍ୟ ଆକାଶପଥରେ ଅଧିକ ସହର ସହ ଯୋଡ଼ି ହେବ ଓଡ଼ିଶା; ଭୁବନେଶ୍ୱର, ଝାରସୁଗୁଡାରୁ ଉଡ଼ିବ ଅଧିକ ବିମାନ December 30, 2024 Nirvay ଆକାଶପଥରେ ଅଧିକ ସହର ସହ ଯୋଡ଼ି ହେବ ଓଡ଼ିଶା । ଏହା ରାଜ୍ୟର ଅର୍ଥନୈତିକ ବିକାଶକୁ ଦେବ ନୂଆ ଦିଗ । ଜାନୁଆରୀ ୧ରୁ ଝାରସୁଗୁଡା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ଆଉ ଜାନୁଆରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ…
ତାଜା ଖବର ରାଜ୍ୟ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ December 30, 2024 Papirani ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଆଜି ସପ୍ତମ ଥର ଜନତା ପାଇଁ ଖୋଲିଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଜନତା ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିଜ ଗୁହାରି…
ତାଜା ଖବର ରାଜ୍ୟ ଅଦିନିଆ ବର୍ଷା ଯୋଗୁଁ ହୋଇଥିବା ଫସଲ କ୍ଷତିଗ୍ରସ୍ତ ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ December 28, 2024 Nirvay ଅଦିନିଆ ବର୍ଷା ଯୋଗୁଁ ରାଜ୍ୟରେ ବ୍ୟାପକ ମାତ୍ରାରେ ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି । ଫସଲହାନୀ ଯୋଗୁଁ ରାଜ୍ୟରେ ଚାଷୀ ମୃତ୍ୟୁ ଅଭିଯୋଗ ଆସିଛି । ଏହି ପରିପ୍ରେକ୍ଷୀରେ ଫସଲ କ୍ଷୟକ୍ଷତି ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ।…
ରାଜ୍ୟ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ୩୦ ତାରିଖ ସୁଦ୍ଧା ସରିବ ଆକଳନ December 28, 2024 Nirvay ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କରେ…