Tag: Mohan Majhi

ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କୁ ଶଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲୋକସେବା ଭବନରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ୱ ରେ…

ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ଜିଲ୍ଲା ଦାୟିତ୍ୱ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟର ୩୦ ଜିଲ୍ଲା ପାଇଁ ମନ୍ତ୍ରୀଙ୍କୁ ମିଳିଲା ଦାୟିତ୍ୱ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କୁ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କୁ ପ୍ରଭାରୀ ମନ୍ତ୍ରୀ ଭାବରେ ମନୋନୀତ କରାଯାଇଛି । ଉପମୁଖ୍ୟମନ୍ତ୍ରୀ…

୨ ବର୍ଷରେ ହେବ ୭୫ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପୂର୍ବ ନବୀନ ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ୧ ଲକ୍ଷ ୫୦ ହଜାର ପଦବୀ ଖାଲି ପଡ଼ିଥିବା ଦର୍ଶାଇ ସରକାର ୨ ବର୍ଷରେ ୭୫ ହଜାର ନିଯୁକ୍ତି ଦେବେ ବୋଲି ସେ ଆଶ୍ୱାସନା ଦେଇଥିଲେ ।…

ଓଡ଼ିଶାର ବିକାଶ ପାଇଁ ବାଜପେୟୀଙ୍କ ଅବଦାନ ଅତୁଳନୀୟ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାଜପେୟୀ ଜୀ ଥିଲେ ଜଣେ ଦେବୋପମ ବ୍ୟକ୍ତି । ତାଙ୍କ ଜୀବନର ଗଭୀରତା, ସଦ୍​ଗୁଣ ଓ ଆଦର୍ଶ ତାଙ୍କୁ ଦେବତାଙ୍କ ସହିତ ତୁଳନୀୟ କରିଥିଲା । ତାଙ୍କର ବ୍ୟକ୍ତିତ୍ୱ ଥିଲା ଶାନ୍ତ, ସ୍ନିଗ୍ଧ, ସରଳ ଓ ନମ୍ର । ଦଳମତ ନିର୍ବିଶେଷରେ…

୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ରାଜ୍ୟରେ ସମୁଦାୟ ୨୭୧୧ ଟି ପ୍ୟାକ୍ସ (PACS)…

ଆମ୍ବେଦକରଙ୍କୁ ନିୟମିତ ଅସମ୍ମାନିତ କରିଥିବା କଂଗ୍ରେସ କ୍ଷମା ପ୍ରାର୍ଥନା କରୁ: ମୋହନ ମାଝୀ

କଂଗ୍ରେସ ଅନେକ ବର୍ଷ ଧରି ସମ୍ବିଧାନର ପ୍ରତିଷ୍ଠାତା ବିଆର ଆମ୍ବେଦକରଙ୍କୁ ଅପମାନିତ କରି ଚାଲିଥିବା ଅଭିଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ଆଧାର କରି…

ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ପାଇଁ ଆର୍ଥିକ ଅନୁଦାନ ଦାବି କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀରେ ଅନୁଷ୍ଠିତ ପ୍ରାକ୍‌ ବଜେଟ ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାର ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଦେଇଛନ୍ତି । ରାଜ୍ୟ ପାଇଁ ଅଧିକ ଆର୍ଥିକ ଅନୁଦାନ ଦାବି ସହ ସଡ଼କ ପ୍ରକଳ୍ପ ପାଇଁ ୨୦ ହଜାର କୋଟିର ବଜେଟ…

ପ୍ରାକ-ବଜେଟ ପରାମର୍ଶ ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ରାଜସ୍ଥାନର ଜୈସଲମେର ଠାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଯୋଗଦେଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ବୈଠକରେ ଉପସ୍ଥାପନ କରିଛନ୍ତି ଏବଂ ମାନ୍ୟବର କେନ୍ଦ୍ର ଅର୍ଥମନ୍ତ୍ରୀ ଉପସ୍ଥାପିତ ସମସ୍ତ…

କୋରାପୁଟରେ ‘ପରବ ୨୦୨୪’ ଉଦଘାଟନରେ ଯୋଗ ଦେଲେ ମୋହନ ମାଝୀ

କୋରାପୁଟ ଜିଲ୍ଲାର ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ଅବିସ୍ମରଣୀୟ ଉତ୍ସବ ‘ପରବ’। ‘ପରବ – ୨୦୨୪’ ମହୋତ୍ସବର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକନୃତ୍ୟ, ଲୋକ ସଙ୍ଗୀତ, ଲୋକ ବାଦ୍ୟ, ଲୋକ ନାଟ୍ୟ, ଲୋକ ସାହିତ୍ୟ, ଲୋକ ଚେତନାକୁ…

ମାଲ୍ୟବନ୍ତ ମହୋତ୍ସବରେ ମାଲକାନଗିରି ବାସୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଭେଟି

ମାଲ୍ୟବନ୍ତ ମହୋତ୍ସବ ୨୦୨୪କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ଘାଟନ କରିବା ସହିତ ଏକ ମେଗା ସିମେଣ୍ଟ କାରଖାନା ନିର୍ମାଣ ହେବା ଏବଂ ଏହି ପ୍ରକଳ୍ପରେ ୪୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହିତ ସ୍ଥାନୀୟ ଅଂଚଳର ୨୦୦୦ ଯୁବକ ଯୁବତୀଙ୍କୁ…