ଦେଶ ରାଜ୍ୟ Statue of Equality: ହାଇଦ୍ରାବାଦ ସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ December 20, 2025 Nirvay ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ହାଇଦ୍ରାବାଦର ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି ପରିଦର୍ଶନ କରିଛନ୍ତି ଏବଂ ଜଗଦଗୁରୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କୁ ଆଶୀର୍ବାଦ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ…
ରାଜ୍ୟ Odisha Investors Meet: ଦ୍ଵିତୀୟ ଦିନରେ ୨୭,୬୫୦ କୋଟି ଟଙ୍କାର ୧୩ଟି MOU ସ୍ୱାକ୍ଷରିତ December 19, 2025 Nirvay ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ ଅନୁଷ୍ଠିତ ହୋଇଛି । ରୋଡ୍ ସୋ’ରେ ନିବେଶକଙ୍କ ସହ ୱାଇଟୁୱାନ ଆଲୋଚନା କରିଛନ୍ତି ରାଜ୍ୟ ସରକାର । ଦେଢ଼ ଦିନରେ ପ୍ରାୟ ୭୦ ହଜାର କୋଟି ନିବେଶ ପାଇଁ ସୁନିଶ୍ଚିତ…
ରାଜ୍ୟ Calendar 2026: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ୨୦୨୬ର କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ December 18, 2025 Nirvay ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି…
ରାଜନୀତି ରାଜ୍ୟ Odisha Politics: ମାନସିକ ଅବସାଦର ଚରମ ସୀମାରେ ପହଁଚିଛି ବିଜେଡି: ବିରଂଚି ନାରାୟଣ ତ୍ରିପାଠୀ December 17, 2025 Nirvay ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ପ୍ରେସ୍ ବିବୃତି ଜରିଆରେ ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ ବିଜୁ ଜନତା ଦଳ ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଯେ, ଓଡିଶାବାସୀଙ୍କ ଦ୍ୱାରା ପ୍ରତ୍ୟାଖିତ ହେଲା ପରେ ମାନସିକ ଅବସାଦର ଚରମ…
ରାଜ୍ୟ Odisha Pharma Summit 2025: ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ December 16, 2025 Nirvay ଗୁଣାତ୍ମକ ଔଷଧ ଉତ୍ପାଦନ ଏବଂ ଚିକିତ୍ସା ପାଇଁ ଉନ୍ନତ ମାନର ଡ଼ିଭାଇସ ପ୍ରସ୍ତୁତ କରି ଓଡ଼ିଶା ପୂର୍ବ ଭାରତର ଏକ ପ୍ରମୁଖ ଫାର୍ମା କେନ୍ଦ୍ର ଭାବରେ ଉଭା ହେବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର…
ତାଜା ଖବର ରାଜ୍ୟ Watermanship & Life Guard Institute: ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ December 12, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍ଘାଟନ କରିଛନ୍ତି ।ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏହା…
ତାଜା ଖବର ଦେଶ ରାଜ୍ୟ Citizenship Amendment Act: ଭୁବନେଶ୍ୱରରେ ୩୫ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ପ୍ରମାଣପତ୍ର ପ୍ରଦାନ December 11, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଜି ରାଜ୍ୟ କୃଷି ଭବନ ଅଡିଟୋରିୟମ୍ରେ ଆୟୋଜିତ କାର୍ଯ୍ୟକ୍ରମରେ ନାଗରିକତା ସଂଶୋଧନ ଅଧିନିୟମ (CAA), ୨୦୧୯ ଆଇନ ଅନୁଯାୟୀ ୩୫ ଜଣ ବ୍ୟକ୍ତିବିଶେଷଙ୍କୁ ଭାରତୀୟ ନାଗରିକତା ପ୍ରମାଣପତ୍ର ପ୍ରଦାନ କରିଛନ୍ତି । ଆବେଦନକାରୀଙ୍କ ମଧ୍ୟରୁ ୩୫ ଜଣଙ୍କ…
ରାଜ୍ୟ Additional Appropriation Bill: ବିଧାନସଭାରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ December 8, 2025 Nirvay ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବ୍ୟୟ ମଞ୍ଜୁରି ବିଲ୍ ଆଜି ବିଧାନସଭାରେ ପାରିତ ହୋଇଛି । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବା…
ରାଜ୍ୟ Maa Tarini Temple Development: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମା’ତାରିଣୀଙ୍କ ପୀଠ ଗସ୍ତ December 6, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିବେ । ଏହି ଗସ୍ତ କେବଳ ନିଜ ଜିଲ୍ଲା ଗସ୍ତ ନୁହେଁ; ଜିଲ୍ଲାର ମୂଳ ସାଂସ୍କୃତିକ ପରିଚୟ ମା’ ତାରିଣୀ ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ନୂଆ…
ତାଜା ଖବର ରାଜ୍ୟ Global Energy Leaders’ Summit 2025: ପୁରୀରେ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ December 6, 2025 Nirvay ପୁରୀ ଠାରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍ (Global Energy Leaders’ Summit 2025) କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଉଦ୍ଘାଟନ କରିଛନ୍ତି । ଉକ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ…