ରାଜ୍ୟ Ol Chiki Turns 100: ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ December 27, 2025 Nirvay ଆଜି କେନ୍ଦୁଝର ଜିଲ୍ଲା, ସିଲିସୁଆଁ ଠାରେ ସାନ୍ତାଳୀ ଭାଷା ସାହିତ୍ୟର ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ପାଳନ ହୋଇଥିଲ। । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ସମାରୋହରେ ସେ…
ରାଜ୍ୟ Dharanidhar Naik: କେନ୍ଦୁଝରରେ ବିପ୍ଳବୀ ଧରଣୀଧର ନାଏକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ December 27, 2025 Nirvay କେନ୍ଦୁଝର ସହରରର ପ୍ରବେଶ ଦ୍ୱାର ନେକେଡା ଘରଠାରେ ବିପ୍ଳବୀ ଧରଣୀଧର ନାଏକଙ୍କ ପୂର୍ଣ୍ଣବୟାବ ପ୍ରତିମୂର୍ତ୍ତି ଉନ୍ମୋଚନ ଅବସରରେ ଏକ ସ୍ଵତନ୍ତ୍ର ଉତ୍ସବ ଆୟୋଜିତ ହୋଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ କହିଥିଲେ…
ରାଜ୍ୟ Atal Bihari Vajpayee’s Birth Anniversary: ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି December 25, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର, ଓୟୁଏଟି ସମ୍ମିଳନୀ କକ୍ଷରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ‘ସୁଶାସନ ଦିବସ’ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି…
ତାଜା ଖବର ରାଜ୍ୟ Economic Region In Odisha: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଗଠନ ହେବ ଇକୋନୋମିକ୍ ରିଜିଅନ୍ December 24, 2025 Nirvay ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ…
ତାଜା ଖବର ରାଜ୍ୟ Baraputra Aitihya Gram Yojana: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର December 24, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହି ବୈଠକରେ ‘ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା…
ରାଜ୍ୟ Tribes Advisory Council: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ December 23, 2025 Nirvay ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଜନଜାତି ଉପଦେଷ୍ଟା ମଣ୍ଡଳୀର ୧୮ ଜଣ ସଦସ୍ୟ ଉପସ୍ଥିତ ଥିଲେ । ବୈଠକରେ…
ରାଜ୍ୟ Medical Colleges & Hospitals In Odisha: ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟକ୍ରମର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ December 23, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଏହି ବୈଠକରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ପୁନଃବିକାଶ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା…
ଦେଶ ରାଜ୍ୟ Statue of Equality: ହାଇଦ୍ରାବାଦ ସ୍ଥିତ ‘ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ December 20, 2025 Nirvay ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ହାଇଦ୍ରାବାଦର ଷ୍ଟାଚ୍ୟୁ ଅଫ୍ ଇକ୍ୱାଲିଟି ପରିଦର୍ଶନ କରିଛନ୍ତି ଏବଂ ଜଗଦଗୁରୁ ଶ୍ରୀ ରାମାନୁଜାଚାର୍ଯ୍ୟଙ୍କୁ ଆଶୀର୍ବାଦ ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ…
ରାଜ୍ୟ Odisha Investors Meet: ଦ୍ଵିତୀୟ ଦିନରେ ୨୭,୬୫୦ କୋଟି ଟଙ୍କାର ୧୩ଟି MOU ସ୍ୱାକ୍ଷରିତ December 19, 2025 Nirvay ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ ଅନୁଷ୍ଠିତ ହୋଇଛି । ରୋଡ୍ ସୋ’ରେ ନିବେଶକଙ୍କ ସହ ୱାଇଟୁୱାନ ଆଲୋଚନା କରିଛନ୍ତି ରାଜ୍ୟ ସରକାର । ଦେଢ଼ ଦିନରେ ପ୍ରାୟ ୭୦ ହଜାର କୋଟି ନିବେଶ ପାଇଁ ସୁନିଶ୍ଚିତ…
ରାଜ୍ୟ Calendar 2026: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ଇଂରାଜୀ ୨୦୨୬ର କ୍ୟାଲେଣ୍ଡର୍ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ December 18, 2025 Nirvay ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୬ ଇଂରାଜୀ ନୂଆ ବର୍ଷ ଅବସରରେ ମହାପ୍ରଭୁଙ୍କ ଫଟୋଚିତ୍ର ଥାଇ ସୁଦୃଶ୍ୟ କ୍ୟାଲେଣ୍ଡର (ଉଭୟ ୱାଲ୍ ଏବଂ ଡେସ୍କ୍) ପ୍ରକାଶ ପାଇଛି । କ୍ୟାଲେଣ୍ଡର ଗୁଡିକର ପ୍ରଥମ କପିକୁ ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି…