Tag: Mohan Majhi

CM Counters Opposition: ବିରୋଧୀଙ୍କ ‘ଦୁର୍ବଳ ମୁଖ୍ୟମନ୍ତ୍ରୀ’ କଟାକ୍ଷକୁ କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ

ବିରୋଧୀଙ୍କ ‘ଦୁର୍ବଳ ମୁଖ୍ୟମନ୍ତ୍ରୀ’ କଟାକ୍ଷକୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କାଉଣ୍ଟର କରିଛନ୍ତି । ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ବେଳେ ମୋହନ ମାଝୀ ବିରୋଧୀଙ୍କ ଆଟାକ୍‌କୁ କାଉଣ୍ଟର କରିଛନ୍ତି । ପୂର୍ବ ସରକାରଙ୍କ ଅମଳର କାହାଣୀକୁ ମନେ ପକାଇ…

Ram Navami 2026: ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ

ଆସନ୍ତା ୨୭ ତାରିଖରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ହେବାକୁ ଯାଉଥିବା ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଏହି ପର୍ବ ପାଳନ ସମୟରେ ସାରା ରାଜ୍ୟରେ ଶାନ୍ତିଶୃଙ୍ଖଳା ବଜାୟ…

Mahanadi River Front Project: ମହାନଦୀ ରିଭର ଫ୍ରଣ୍ଟ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ରିଭର ଫ୍ରଣ୍ଟ ଡେଭଲପମେଣ୍ଟ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସୂଚନାଯୋଗ୍ୟ ଯେ, ୨୧୦ କୋଟି ଟଙ୍କା ବ୍ୟୟରେ କଟକ ମହାନଦୀ କୂଳର ୪୨୬ ଏକର ଅଞ୍ଚଳକୁ ଏହି…

Govt Regularises Jobs of Schematic Junior Teachers: ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି । ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର…

SCB Fire Tragedy: SCB ଅଗ୍ନିକାଣ୍ଡ ଘଟଣାରେ ୪ ଅଧିକାରୀ ନିଲମ୍ବିତ

କଟକର ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ଚାରି ଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନିଲମ୍ବିତ…

SCB Fire Tragedy: SCB ଅଗ୍ନିକାଣ୍ଡ ଘଟଣାରେ ୬ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ ଗଠନ କଲେ ମୁଖ୍ୟମନ୍ତ୍ରୀ

କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଗଠନ କରିଛନ୍ତି । ଉନ୍ନୟନ କମିଶନର ଦେଓରଞ୍ଜନ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏହି ୬…

PM Kisan 22nd Installment: ଚାଷୀଙ୍କ ଖାତାକୁ ଗଲା ପିଏମ୍ କିଷାନ ଟଙ୍କା; ୯ କୋଟି ୩୨ ଲକ୍ଷ ଚାଷୀ ଉପକୃତ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଆସାମର ଗୌହାଟୀରେ ଦେଶର ଅନ୍ନଦାତାଙ୍କୁ ‘ପିଏମ୍-କିଷାନ ଯୋଜନା’ର ୨୨ତମ କିସ୍ତି ପ୍ରଦାନ କରିଛନ୍ତି । ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ଯାଇଛି ୨ ହଜାର ଲେଖାଏଁ ଟଙ୍କା । ସାରା ଦେଶର…

Protocol Lapse During President Murmu’s Bengal Visit: ରାଷ୍ଟ୍ରପତିଙ୍କୁ ଅସମ୍ମାନ ପ୍ରସଙ୍ଗରେ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପଶ୍ଚିମବଙ୍ଗ ଗସ୍ତ ସମୟରେ ତାଙ୍କ ପ୍ରତି ପ୍ରଦର୍ଶିତ ହୋଇଥିବା ଅସମ୍ମାନଜନକ ଆଚରଣ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି । ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ବୁଧବାର ଦିନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ…

Steps To Bring Back Stranded Odias: ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ମଧ୍ୟପ୍ରାଚ୍ୟରେ ସମ୍ପ୍ରତି ଚାଲିଥିବା ଯୁଦ୍ଧ ପରିସ୍ଥିତି ଯୋଗୁଁ ସେଠାରେ ଅନେକ ଓଡ଼ିଆ ଲୋକ ଅଟକି ରହିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ଓଡ଼ିଆ ଲୋକମାନଙ୍କୁ ଫେରାଇ ଆଣିବା ଉପରେ ଗୁରୁତ୍ୱ ଆରୋପ କରି…

Odisha CM To embark West Bengal Tour: ଆସନ୍ତାକାଲି ପଶ୍ଚିମବଙ୍ଗ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପଶ୍ଚିମବଙ୍ଗ ଗସ୍ତରେ ଯାଉଛନ୍ତି । ସେ ପରିବର୍ତ୍ତନ ଯାତ୍ରା ସମାବେଶ ଓ ଜନସଭାରେ ଯୋଗଦେବେ । ମେଦିନୀପୁର ମୋୟନା ନିର୍ବାଚନ ମଣ୍ଡଳୀରେ ଜନସଭାକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଗସ୍ତ ସମୟରେ…