Tag: Mohan Majhi

Odisha Politics: ମାନସିକ ଅବସାଦର ଚରମ ସୀମାରେ ପହଁଚିଛି ବିଜେଡି: ବିରଂଚି ନାରାୟଣ ତ୍ରିପାଠୀ

ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ପ୍ରେସ୍ ବିବୃତି ଜରିଆରେ ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ ବିଜୁ ଜନତା ଦଳ ଉପରେ ବର୍ଷିଛନ୍ତି । ସେ କହିଛନ୍ତି ଯେ, ଓଡିଶାବାସୀଙ୍କ ଦ୍ୱାରା ପ୍ରତ୍ୟାଖିତ ହେଲା ପରେ ମାନସିକ ଅବସାଦର ଚରମ…

Odisha Pharma Summit 2025: ଓଡ଼ିଶା ଫାର୍ମା ସମ୍ମିଳନୀ ୨୦୨୫ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଗୁଣାତ୍ମକ ଔଷଧ ଉତ୍ପାଦନ ଏବଂ ଚିକିତ୍ସା ପାଇଁ ଉନ୍ନତ ମାନର ଡ଼ିଭାଇସ ପ୍ରସ୍ତୁତ କରି ଓଡ଼ିଶା ପୂର୍ବ ଭାରତର ଏକ ପ୍ରମୁଖ ଫାର୍ମା କେନ୍ଦ୍ର ଭାବରେ ଉଭା ହେବା ପାଇଁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର…

Watermanship & Life Guard Institute: ‘ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ’ ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍‌ଘାଟନ କରିଛନ୍ତି ।ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏହା…

Citizenship Amendment Act: ଭୁବନେଶ୍ୱରରେ ୩୫ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ପ୍ରମାଣପତ୍ର ପ୍ରଦାନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଜି ରାଜ୍ୟ କୃଷି ଭବନ ଅଡିଟୋରିୟମ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ନାଗରିକତା ସଂଶୋଧନ ଅଧିନିୟମ (CAA), ୨୦୧୯ ଆଇନ ଅନୁଯାୟୀ ୩୫ ଜଣ ବ୍ୟକ୍ତିବିଶେଷଙ୍କୁ ଭାରତୀୟ ନାଗରିକତା ପ୍ରମାଣପତ୍ର ପ୍ରଦାନ କରିଛନ୍ତି । ଆବେଦନକାରୀଙ୍କ ମଧ୍ୟରୁ ୩୫ ଜଣଙ୍କ…

Additional Appropriation Bill: ବିଧାନସଭାରେ ପାରିତ ହେଲା ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍

ଚଳିତ ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ୧୭,୪୪୦ କୋଟି ଟଙ୍କାର ପ୍ରଥମ ଅତିରିକ୍ତ ବ୍ୟୟ ମଞ୍ଜୁରି ବିଲ୍‌ ଆଜି ବିଧାନସଭାରେ ପାରିତ ହୋଇଛି । ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବା…

Maa Tarini Temple Development: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମା’ତାରିଣୀଙ୍କ ପୀଠ ଗସ୍ତ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିବେ । ଏହି ଗସ୍ତ କେବଳ ନିଜ ଜିଲ୍ଲା ଗସ୍ତ ନୁହେଁ; ଜିଲ୍ଲାର ମୂଳ ସାଂସ୍କୃତିକ ପରିଚୟ ମା’ ତାରିଣୀ ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ନୂଆ…

Global Energy Leaders’ Summit 2025: ପୁରୀରେ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍‍ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଠାରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍‍ (Global Energy Leaders’ Summit 2025) କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଉଦ୍‍ଘାଟନ କରିଛନ୍ତି । ଉକ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ…

Mukhyamantri Kanya Bibaha Yojana: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ୍

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ ଲାଇନ୍ । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ବା ଏମକେବିୱାଇକୁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ । କନ୍ୟା ବିବାହ ଯୋଜନାରେ ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କାର…

Odisha Assembly: ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଗୃହ ବିଭାଗର ଅତିରିକ୍ତ ଅନୁଦାନ ଦାବି ଆଲୋଚନା ଅବସରରେ ଓଡ଼ିଶା ବିଧାନ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ବନ୍ଧରେ ନିଜର ମତ ଉପସ୍ଥାପନ କରିଛନ୍ତି । ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ସମୟରେ…

Blind Women’s T20 Cricket World Cup: ଓଡ଼ିଶା ସରକାରଙ୍କ ଦ୍ୱାରା ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପର ଓଡ଼ିଶା ଖେଳାଳିଙ୍କୁ ସମ୍ବର୍ଦ୍ଧିତ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ ୨୦୨୫ର ବିଜୟୀ ଭାରତୀୟ ଦଳରେ ସାମିଲ ଥିବା ଓଡ଼ିଶାର ୪ ଜଣ ବିଶ୍ୱ ଚାମ୍ପିଅନମାନଙ୍କୁ ନିଜ ବାସଭବନ ଠାରେ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଥିଲେ । ଫୁଲ ସୋରେନ,…