Tag: Mohan Majhi

ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ; ମୁଖ୍ୟମନ୍ତ୍ରୀ କଲେ ସହାୟତା ଘୋଷଣା

ସମ୍ପନ୍ନ ହେଲା ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଶେଷକୃତ୍ୟ । ଗତକାଲି ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ସୋମ୍ୟାଶ୍ରୀ । ତାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ଗାଁ ବାଲେଶ୍ୱର ଜିଲ୍ଲା ଭୋଗରାଇର ପଳାସିଆକୁ ନିଆଯାଇଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭେଟିଛନ୍ତି । ସାକ୍ଷାତ କାଳରେ ଓଡିଶାର ଭିଜନ ଡକୁମେଣ୍ଟ ୨୦୩୬ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି । ଏହି ଅବସରରେ ଓଡ଼ିଶାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ, ଭବିଷ୍ୟତ କାର୍ଯ୍ୟପନ୍ଥା, କେନ୍ଦ୍ର…

ଆସନ୍ତା ବର୍ଷ ପୁରୀରେ ଅନୁଷ୍ଠିତ ହେବ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ

ଆଜି ରାଞ୍ଚିରେ ଅନୁଷ୍ଠିତ ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଫେରି ଆସିଛନ୍ତି । ଭୁବନେଶ୍ୱର ଫେରିବା ପରେ ବିମାନ ବନ୍ଦର ଠାରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ଓଡିଶା ଖଣି ନିଗମ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା ଖଣି ନିଗମର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ୨୦୨୫-୨୬ ରେ ଓଏମସି ୫୦ ମିଲିଅନ ଟନ ଖଣିଜ ପଦାର୍ଥ ଉତ୍ପାଦନ କରିବା ସହିତ ୩୦ ହଜାର କୋଟି ଟଙ୍କାର…

ଦଳ ସରକାରଙ୍କ ସହ ଖୁଣ୍ଟ ଭଳି ଠିଆ ହୋଇରହିବ: ମନମୋହନ ସାମଲ

ଚତୁର୍ଥଥର ଦଳର ଦାୟିତ୍ୱ ନେବା ପରେ, ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସରକାରଙ୍କ ପଛରେ ଖୁଣ୍ଟ ଭଳି ଛିଡ଼ା ହେବ ଦଳ । ସାଇନବୋର୍ଡ ପାର୍ଟିରୁ ସରକାର ଗଢ଼ିଛି ବିଜେପି । ତେଣୁ ବିଜେପି…

ସଭାପତି ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ମନମୋହନ ସାମଲଙ୍କ ନାଁ ବିଜେପି ସଭାପତି ଭାବେ ଆଜି ବିଧିବଦ୍ଧ ଭାବେ ଘୋଷଣା ହେବା ପରେ ମନମୋହନଙ୍କୁ ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨୦୨୪ ରେ ମନମୋହନ ଭାଇଙ୍କ ପାଇଁ ରାଜ୍ୟରେ ସରକାର ହୋଇଛି କହିଲେ ମୁଖ୍ୟମନ୍ତ୍ରୀ ।…

ଶବରୀ ସାଂସ୍କୃତିକ ପରିଷଦର “ଶବରୀ ଭବନ” ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ IRC Village ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ ସାଂସ୍କୃତିକ ଭବନ” ଉଦଘାଟନ କରିବା ସହିତ ଏହି ସ୍ୱଳ୍ପ ରହଣି…

ପୁରୀ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଆଜି ପୁରୀ ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସେବାୟତମାନଙ୍କ ସହ ଏକ ସ୍ୱତନ୍ତ୍ର ବୈଠକରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୂଚାରୁ ରୂପେ ନିର୍ବାହ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇ…

ପୁରୀରେ ସୁରକ୍ଷା ସମୀକ୍ଷା ବୈଠକର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଗସ୍ତ କରି ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ କାର୍ଯ୍ୟକ୍ରମ – ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ଭଳି ତିନିଟି ବଡ଼ ପର୍ବ ଗୁଡ଼ିକର ଆୟୋଜନକୁ ସୁବ୍ୟବସ୍ଥିତ…

ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ

ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ…