Tag: Monsoon session

ଆସନ୍ତାକାଲିଠୁ ମୌସୁମୀ ଅଧିବେଶନ

ଆସନ୍ତାକାଲିଠାରୁ ସପ୍ତଦଶ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ବିଧାନସଭା ଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା । ଏହା ପୂର୍ବରୁ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି । ଡିଜିପି ଆଜି ବିଧାନସଭାରେ…

୧୬ରେ ବସିବ ସର୍ବଦଳୀୟ ବୈଠକ

ଆସନ୍ତା ୧୬ ତାରିଖରେ ବସିବ ସର୍ବଦଳୀୟ ବୈଠକ । ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି । ୧୮ରେ ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଛି। ୧୮ରୁ ୨୫ ଯାଏ ବିଧାନସଭା ମୌସୁମୀ ଅଧିବେଶନ ଚାଲିବ। ସୁରୁଖୁରରେ ବିଧାନସଭା ସାରିବା…

‘ଅପରେସନ୍‌ ସିନ୍ଦୂର’କୁ ନେଇ ସଂସଦରେ ହେବ ୧୬ ଘଣ୍ଟାର ବିତର୍କ

ଅପରେସନ ସିନ୍ଦୂରକୁ ନେଇ ସଂସଦ ଗୃହରେ ୧୬ ଘଣ୍ଟା ଆଲୋଚନା ହେବ ।ପାକିସ୍ତାନ ପ୍ରାୟୋଜିତ ଆତଙ୍କବାଦ ବିରୋଧରେ ଭାରତ କରିଥିବା ‘ଅପରେସନ ସିନ୍ଦୂର’କୁ ନେଇ ସଂସଦରେ ହେବ ବିତର୍କ । ଅପରେସନ ସିନ୍ଦୂର ଓ ପହଲଗାମ ନରସଂହାର ଉପରେ ବିରୋଧୀଦଳ ଗୁଡ଼ିକର…

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

ସଂସଦର ମୌସୁମୀ ଅଧିବେଶନର ତାରିଖ ହେଲା ଘୋଷଣା । ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇ ଅଗଷ୍ଟ ୧୨ ପର୍ଯ୍ୟନ୍ତ ଚାଲିବ । ଏ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।…