ରାଜ୍ୟ ଆସନ୍ତାକାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ୍ March 20, 2025 Nirvay ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି କାଲିଠୁ ସକାଳ ସ୍କୁଲ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର । ସକାଳୁଆ ସ୍କୁଲ୍ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ସକାଳ ୬ଟା ୩୦ରୁ…