ତାଜା ଖବର ରାଜ୍ୟ MP Pradeep Purohit Meets Amit Shah: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ; ବରଗଡ଼ ଚିନି କଳ ପୁନରୁଦ୍ଧାର ପାଇଁ କଲେ ଆଲୋଚନା November 12, 2026 Papirani ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ସେ ବରଗଡ଼ରେ ନିର୍ମିତ ବିପିସିଏଲର ବାୟୋ-ଇଥାନଲ୍ ପ୍ରକଳ୍ପକୁ ଉଦଘାଟନ କରିବା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିବା ସହ ବନ୍ଦ…