Tag: Muft Bijli Yojana

PM Surya Ghar Rooftop Solar Scheme: ଘରେ ଘରେ ସୌରଶକ୍ତି ଉତ୍ପାଦନ ବଢ଼ାଇବାକୁ ୭୫,୦୨୧ କୋଟି ବରାଦ: ଶ୍ରୀପଦ ନାୟକ

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ଚଳିତ ଆର୍ଥିକ ବର୍ଷରେ ଅନ୍ୟୁନ କୋଟିଏ ବାସଗୃହରେ ସୌରଶକ୍ତି ଉତ୍ପାଦନ ଲାଗି କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ୭୫,୦୨୧ କୋଟି ଟଙ୍କାର ଆର୍ଥିକ ବ୍ୟବସ୍ଥା ମଧ୍ୟ କରାଯାଇଛି। ସାଂସଦ ଦିଲ୍ଲୀପ ରାୟଙ୍କ ଏକ…