ତାଜା ଖବର ରାଜ୍ୟ Mobile Network Service in Odisha: ଜୁନ୍ ୨୦୨୬ ସୁଦ୍ଧା ରାଜ୍ୟର ସବୁ ଗାଁକୁ ମିଳିବ ମୋବାଇଲ୍ ନେଟୱର୍କ ସେବା: ମୁକେଶ ମହାଲିଙ୍ଗ March 30, 2026 Papirani ଜୁନ୍ ୨୦୨୬ ସୁଦ୍ଧା ରାଜ୍ୟର ସବୁ ଗାଁକୁ ମିଳିବ ମୋବାଇଲ୍ ନେଟୱର୍କ ସେବା । ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ । ବିଜେଡ଼ି ବିଧାୟକ ସାରଦା…
ତାଜା ଖବର ରାଜ୍ୟ Odisha Doctors Strike: ସାରା ରାଜ୍ୟରେ ଜାରି ରହିଛି ଡାକ୍ତରଙ୍କ ଆନ୍ଦୋଳନ; ଓମ୍ସା ସହ ବୈଠକ କରିବେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ January 8, 2026 Papirani ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ । ଆଜି ବି ସାରା ରାଜ୍ୟରେ ଡାକ୍ତରଙ୍କ ୨ ଘଣ୍ଟିଆ OPD ବନ୍ଦ । ସରକାର ଲଗାଇଥିବା ଏସମାକୁ ମାନୁନାହାଁନ୍ତି ଡାକ୍ତର ସଂଘ । ସରକାର ଓ ଡାକ୍ତରଙ୍କ ମଧ୍ୟରେ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି ।…
ରାଜ୍ୟ ରାଜ୍ୟରେ ୧୪,୦୦୦ ଡାକ୍ତରୀ ପଦବୀ ଖାଲି: ସ୍ୱାସ୍ଥ୍ୟ ମନ୍ତ୍ରୀ September 22, 2025 Nirvay ରାଜ୍ୟରେ ୧୪,୦୦୦ ଡାକ୍ତରୀ ପଦବୀ ଖାଲି ପଡ଼ିଛି । ସୋମବାର ଦିନ ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ (ରାଜା) ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ମହାଲିଙ୍ଗ ଏହି ସୂଚନା…
ତାଜା ଖବର ରାଜନୀତି ରାଜ୍ୟ ଜାତି ପ୍ରମାଣପତ୍ର କେଳେଙ୍କାରୀ ମାମଲା; ମୁକେଶ ମହାଲିଙ୍ଗଙ୍କ ବିରୁଦ୍ଧରେ ଗର୍ଜିଲା କଂଗ୍ରେସ August 26, 2025 Papirani ଆଜି ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନ ଠାରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଜାତିଗତ ତଥ୍ୟ ଜାଲିଆତିକୁ ନେଇ ପିସିସି ମିଡ଼ିଆ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଦଳ ପକ୍ଷରୁ…
ରାଜ୍ୟ ରାଜ୍ୟରେ ଆରମ୍ଭ ହେଲା ‘‘ଷ୍ଟପ୍-ଡାଇରିଆ’’ ଅଭିଯାନ June 16, 2025 Nirvay ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି । ଡାଇରିଆ ସ୍ଥିତି ଉପରେ ନଜର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତତ୍ତ୍ଵାବଧାନରେ ରାଜ୍ୟ ସରକାର ନିରାକରଣ ଓ ପ୍ରତିଷେଧ…
ତାଜା ଖବର ରାଜ୍ୟ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ରୋଗୀଙ୍କ ମୃତ୍ୟୁ ଘଟଣା; କୋରାପୁଟରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ June 5, 2025 Papirani ଭୁଲ ଇଞ୍ଜେକ୍ସନ୍ ୬ ରୋଗୀଙ୍କ ମୃତ୍ୟୁ ଘଟଣା ସମୀକ୍ଷା ପାଇଁ କୋରାପୁଟରେ ପହଞ୍ଚିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ସ୍ବାସ୍ଥ୍ୟମନ୍ତ୍ରୀ ପହଞ୍ଚିଥିବା ଜଣାପଡିଛି । ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସହ ବରିଷ୍ଠ ଅଧିକାରୀ…
ରାଜ୍ୟ ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ: ମୁକେଶ ମହାଲିଙ୍ଗ April 5, 2025 Nirvay ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ମିଳିବ ବୟୋ ବନ୍ଦନା କାର୍ଡ । ପ୍ରେସମିଟ୍ରେ ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସରକାରୀ କର୍ମଚାରୀ ହୁଅନ୍ତୁ କି ସମ୍ଭ୍ରାନ୍ତ ପରିବାରର ହୁଅନ୍ତୁ ୭୦ ବର୍ଷରୁ ଉର୍ଦ୍ଧ୍ୱ ସମସ୍ତଙ୍କୁ ବୟୋ…
ରାଜ୍ୟ ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ଆୟୁଷ୍ମାନ କାର୍ଡ: ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ April 5, 2025 Nirvay ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ନେଇ ବଡ଼ ବୟାନ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟର ସାଢ଼େ ୩ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ମିଳିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି । ରାଜ୍ୟ ଯୋଜନା ଗୋପବନ୍ଧୁ…
ତାଜା ଖବର ରାଜନୀତି ରାଜ୍ୟ ଜାତିଗତ ପ୍ରମାଣପତ୍ରରେ ଜାଲିଆତି ମୁକେଶ ମହାଲିଙ୍ଗଙ୍କ ବିରୋଧରେ ଅଭିଯୋଗ ଆଣିଲା କଂଗ୍ରେସ March 31, 2025 Papirani ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବିରୋଧରେ ସାଂଘାତିକ ଅଭିଯୋଗ । ଜାତିଗତ ପ୍ରମାଣପତ୍ରରେ ଜାଲିଆତି ନେଇ ଅଭିଯୋଗକଲା କଂଗ୍ରେସ । ଜାଲ୍ ଜାତି ପ୍ରମାଣପତ୍ର ଦେଇ ପାଠପଢିବାସହ ସରକାରୀ ଚାକିରି, ବିଧାୟକ ପଦ ଓ ଏବେ ମନ୍ତ୍ରୀ ପଦ ହାତେଇଥିବା ଅଭିଯୋଗ ଆଣିଛି…
ରାଜ୍ୟ ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା March 21, 2025 Nirvay ଖୁବ ଶୀଘ୍ର ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ୧୦୯ ଆମ୍ବୁଲାନ୍ସ ସେବା । ଯଦି କୌଣସି ବ୍ୟକ୍ତିଙ୍କର ହସ୍ପିଟାଲରେ ମୃତ୍ୟୁ ହୁଏ ତେବେ ତାଙ୍କୁ ହସ୍ପିଟାଲରୁ ୧୦୯ ଆମ୍ବୁଲାନ୍ସ ଯୋଗେ ଘରକୁ କିମ୍ବା ଶ୍ମଶାନକୁ ନିଆଯିବ । ଏଥିପାଇଁ କୌଣସି ଅର୍ଥ…