Tag: Mukesh Mahaling

Ayurvedic Hospital in BBSR: ଭୁବନେଶ୍ୱରରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଆୟୁର୍ବେଦିକ ଚିକିତ୍ସାଳୟ; ଭିତ୍ତିପ୍ରସ୍ତର ସ୍ଥାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱରରେ ନିର୍ମାଣ ହେବ ୧୦୦ ଶଯ୍ୟା ବିଶିଷ୍ଟ ଆୟୁର୍ବେଦିକ ଚିକିତ୍ସାଳୟ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆଜି ଏହି ଆୟୁର୍ବେଦିକ ଚିକିତ୍ସାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।ମିଳିଥିବା ସୂଚନା ଅନୁଯାୟୀ, ଏହି ପ୍ରସ୍ତାବିତ ୧୦୦ ଶଯ୍ୟା ବିଶିଷ୍ଟ ମେଡିକାଲଟିର ସମସ୍ତ ନିର୍ମାଣ କାର୍ଯ୍ୟକୁ ଆସନ୍ତା…

Doctors Protest in Odisha: ସାରା ରାଜ୍ୟରେ ଜାରି ରହିଛି ଡାକ୍ତରଙ୍କ ଆନ୍ଦୋଳନ; କାଲି ଓମ୍‌ସା ସହ ଆଲୋଚନା ପାଇଁ ଡାକିଲେ ସ୍ବାସ୍ଥ୍ୟମନ୍ତ୍ରୀ

OMSAକୁ ଆଲୋଚନା ପାଇଁ ଡାକିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆସନ୍ତାକାଲି ସାଢ଼େ ଏଗାରଟା ସମୟରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସଂଘ ସହିତ ବୈଠକ ବସିବ । ଏ ନେଇ ଓମସା ସଭାପତି ଡାକ୍ତର କିଶୋର ଚନ୍ଦ୍ର…

Mukesh Mahaling’s Car meets with Accident: ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ କାର୍ ଦୁର୍ଘଟଣାଗ୍ରସ୍ତ । ପାଇଲଟ୍ ଗାଡ଼ିକୁ ପଛରୁ ପିଟିଲା ମନ୍ତ୍ରୀଙ୍କ କାର୍ । ଗାଡ଼ିର ସୁରକ୍ଷା ବେଲୁନ୍ ବାହାରି ଯିବାରୁ ବଡ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ସମ୍ବଲପୁରରୁ ମୟୂରଭଞ୍ଜ ଯାଉଥିବା ବେଳେ କେନ୍ଦୁଝର ଜିଲ୍ଲା…

Medical Tests to Be Covered Under Ayushman Card: ରୋଗୀ ଆଡମିଟ୍‌ ହେବାର ୩ ଦିନ ପୂର୍ବରୁ ଆୟୂଷ୍ମାନ କାର୍ଡରେ ହେବ ସମସ୍ତ ମେଡିକାଲ୍‌ ପରୀକ୍ଷା

ଲୋକସେବା ଭବନରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ରାଜ୍ୟର ପ୍ରମୁଖ ବେସରକାରୀ ହସ୍ପିଟାଲରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ହିତାଧିକାରୀମାନଙ୍କ ପାଇଁ ହେଲ୍ପ ଡେସ୍କ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ଆବଶ୍ୟକୀୟ…

Mobile Network Service in Odisha: ଜୁନ୍‌ ୨୦୨୬ ସୁଦ୍ଧା ରାଜ୍ୟର ସବୁ ଗାଁକୁ ମିଳିବ ମୋବାଇଲ୍ ନେଟୱର୍କ ସେବା: ମୁକେଶ ମହାଲିଙ୍ଗ

ଜୁନ୍‌ ୨୦୨୬ ସୁଦ୍ଧା ରାଜ୍ୟର ସବୁ ଗାଁକୁ ମିଳିବ ମୋବାଇଲ୍ ନେଟୱର୍କ ସେବା । ଏ ନେଇ ଆଜି ଗୃହରେ ସୂଚନା ଦେଇଛନ୍ତି ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗ । ବିଜେଡ଼ି ବିଧାୟକ ସାରଦା…

Odisha Doctors Strike: ସାରା ରାଜ୍ୟରେ ଜାରି ରହିଛି ଡାକ୍ତରଙ୍କ ଆନ୍ଦୋଳନ; ଓମ୍‌ସା ସହ ବୈଠକ କରିବେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ । ଆଜି ବି ସାରା ରାଜ୍ୟରେ ଡାକ୍ତରଙ୍କ ୨ ଘଣ୍ଟିଆ OPD ବନ୍ଦ । ସରକାର ଲଗାଇଥିବା ଏସମାକୁ ମାନୁନାହାଁନ୍ତି ଡାକ୍ତର ସଂଘ । ସରକାର ଓ ଡାକ୍ତରଙ୍କ ମଧ୍ୟରେ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି ।…

ରାଜ୍ୟରେ ୧୪,୦୦୦ ଡାକ୍ତରୀ ପଦବୀ ଖାଲି: ସ୍ୱାସ୍ଥ୍ୟ ମନ୍ତ୍ରୀ

ରାଜ୍ୟରେ ୧୪,୦୦୦ ଡାକ୍ତରୀ ପଦବୀ ଖାଲି ପଡ଼ିଛି । ସୋମବାର ଦିନ ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଠଗଡ ବିଧାୟକ ରଣେନ୍ଦ୍ର ପ୍ରତାପ (ରାଜା) ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ମହାଲିଙ୍ଗ ଏହି ସୂଚନା…

ଜାତି ପ୍ରମାଣପତ୍ର କେଳେଙ୍କାରୀ ମାମଲା; ମୁକେଶ ମହାଲିଙ୍ଗଙ୍କ ବିରୁଦ୍ଧରେ ଗର୍ଜିଲା କଂଗ୍ରେସ

ଆଜି ଭୁବନେଶ୍ୱର ସ୍ଥିତ କଂଗ୍ରେସ ଭବନ ଠାରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଜାତିଗତ ତଥ୍ୟ ଜାଲିଆତିକୁ ନେଇ ପିସିସି ମିଡ଼ିଆ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଦଳ ପକ୍ଷରୁ…