Tag: Mukesh Mahaling

ଖୁବଶୀଘ୍ର ରାଜ୍ୟରେ ପୂରଣ ହେବ ୫,୮୨୨ ଡାକ୍ତର ପଦବୀ

ରାଜ୍ୟରେ ଖୁବଶୀଘ୍ର ୫,୮୨୨ ଡାକ୍ତର ପଦବୀ ପୂରଣ କରି ସ୍ୱାସ୍ଥ୍ୟସେବାକୁ ଆହୁରି ମଜବୁତ କରାଯିବ ବୋଲି ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ରାଜ୍ୟରେ ଡାକ୍ତର ଅଭାବକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୁଦ୍ଧକାଳୀନ ଭିତ୍ତିରେ ଏହାର ସମାଧାନ…

ସୁଶାନ୍ତ ସିଂଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଭୁବନେଶ୍ବରର ଘରୋଇ ହସ୍ପିଟାଲରେ ଅସୁସ୍ଥ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଭେଟିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ସାକ୍ଷାତ…

ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ରାଜ୍ୟ ସରକାରଙ୍କ ବଡ ଘୋଷଣା । ଫେବୃଆରୀରେ ରାଜ୍ୟରେ ଲାଗୁ ହେବ ବହୁ ପ୍ରତୀକ୍ଷିତ ଆୟୁଷ୍ମାନ ଭାରତ ଯୋଜନା । ଆୟୁଷ୍ମାନ ଯୋଜନାରେ ମାଗଣା ସ୍ୱାସ୍ଥ୍ୟ ସେବା ପାଇବେ ସାଢ଼େ ୩ କୋଟି ଲୋକ । ପୁରୁଷଙ୍କ ପାଇଁ ୫ ଲକ୍ଷ…

ରାଜ୍ୟରେ ଏକକାଳୀନ ୩ କୋଟି ଲୋକଙ୍କୁ ଦିଆଯିବ ସ୍ୱାସ୍ଥ୍ୟ କାର୍ଡ଼

ଓଡ଼ିଶାର ସ୍ୱାସ୍ଥ୍ୟ କ୍ଷେତ୍ରକୁ ସମୃଦ୍ଧ କରିବ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏହି ଯୋଜନା ମାଧ୍ୟମରେ ରାଜ୍ୟରେ ଏକକାଳୀନ ୩ କୋଟି ଲୋକଙ୍କୁ ଦିଆଯିବ ସ୍ବାସ୍ଥ୍ୟକାର୍ଡ। ଉଭୟ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡରେ ଚିକିତ୍ସା…

୨୫ରେ ହେବାକୁ ଯାଉଛି ସର୍ବଦଳୀୟ ବୈଠକ

ନଭେମ୍ବର ୨୫ ତାରିଖରେ ବସିବ ସର୍ବଦଳୀୟ ବୈଠକ । ୨୬ ତାରିଖରୁ ଆରମ୍ଭ ହେବାକୁଥିବା ବିଧାନସଭାର ଶୀତକାଳିନ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ୨୫ ତାରଖ ଦିନ ହେବାକୁ ଯାଉଛି । ଏହି ବୈଠକ ନେଇ ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ…

ସ୍ବାସ୍ଥ୍ୟକେନ୍ଦ୍ରର ଅବସ୍ଥା ବେହାଲ; ପରିସ୍ରା କରି ହାତ ଧୋଇବାକୁ ମନ୍ତ୍ରୀ ପାଇଲେ ନାହିଁ ପାଣି !

କଣ୍ଟାବାଞ୍ଜି ହସ୍ପିଟାଲରେ ପାଣି ସମସ୍ୟା ବହୁ ବର୍ଷ ଧରି ଲାଗି ରହିଛି । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସାସ୍ଥ୍ୟକେନ୍ଦ୍ରର ଅବସ୍ଥା କଣ ତାହା ରବିବାର ସ୍ପଷ୍ଟ ହୋଇଯାଇଛି । କଣ୍ଟାବାଞ୍ଜି ହସ୍ପିଟାଲରେ ପାଣି ସମସ୍ୟା ନେଇ ଗଣମାଧ୍ଯମରେ ବାରମ୍ବାର ଖବର ପ୍ରକାଶ…

ଖୁବଶୀଘ୍ର ବିଏସ୍‌କେୱାଇ ପରିବର୍ତ୍ତେ ଲାଗୁ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ

ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ସହ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କେୱାଇ) ସଂମ୍ପର୍କରେ ଆଜି ସ୍ବାସ୍ଥ୍ୟମନ୍ତ୍ରୀଙ୍କ ମୁକେଶ ମହାଲିଙ୍ଗଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ଏହି ଯୋଜନା ପରିବର୍ତ୍ତେ ଖୁବଶୀଘ୍ର ଲାଗୁ…

ନବୀନ ପଟ୍ଟନାୟଙ୍କ ଗିରଫ ଦାବି କଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗିରଫ ପାଇଁ ଦାବି । ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଗିରଫ ଦାବି କରିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଗୃହ…

ସର୍ବଦଳୀୟ ବୈଠକ: ଯୋଗ ଦେଲେନି କଂଗ୍ରେସ ଓ ସିପିଏମ

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ୨୨ରୁ ଆରମ୍ଭ ହେବ। ଏହା ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଶେଷ ହୋଇଯାଇଛି। ସେହିପରି ବିଧାନସଭା କାର୍ଯ୍ୟରେ ବିରୋଧୀ ଦଳର ବିଧାୟକମାନେ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା…