Tag: Mukhya Mantri Sadak Yojana

Mukhya Mantri Sadak Yojana: ରାଜ୍ୟରେ ଆଉ ୫ ବର୍ଷ ବଢ଼ିଲା ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା

ରାଜ୍ୟରେ ଗ୍ରାମାଞ୍ଚଳ ଓ ଦୁର୍ଗମ ଅଞ୍ଚଳରେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ‘ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା’ (MMSY-CUVDA)ର ଅବଧିକୁ ଆଉ ୫ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ଫଳରେ ଏହି ଯୋଜନା ୨୦୨୫-୨୬…