ତାଜା ଖବର ରାଜ୍ୟ ୩ ବର୍ଷ ପରେ ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ପୁନଃତଦନ୍ତ ଆରମ୍ଭ February 21, 2025 Papirani ନବ ଦାସଙ୍କ ରୋଷେୟା ଲଳିତ ସାହୁଙ୍କ ରହସ୍ୟମୟ ମୃତ୍ୟୁ ମାମଲାର ପୁନଃତଦନ୍ତ ଆରମ୍ଭ ହୋଇଛି। ପ୍ରଥମେ ଏତଲା ଦେଇଥିବା ନବଙ୍କ ସୁରକ୍ଷା କର୍ମଚାରୀଙ୍କୁ ଜେରା କରାଯାଇଥିବା ସୂଚନା ମିଳିଛି । ସୁରକ୍ଷା କର୍ମଚାରୀ ହେମସାଗର ନାଏକଙ୍କୁ ତଦନ୍ତ ଅଧିକାରୀଙ୍କ ଜେରା ହୋଇଛି…
ରାଜ୍ୟ ୪ର୍ଥ ଦିନରେ ଚାଲିଛି ବ୍ରଜକିଶୋର ଦାସଙ୍କ ଘରେ ଚଢ଼ାଉ January 20, 2025 Papirani ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍ । ୪ର୍ଥ ଦିନରେ ଚାଲିଛି ବ୍ରଜକିଶୋର ଦାସଙ୍କ ଘରେ ଚଢ଼ାଉ । ସମ୍ବଲପୁର ସିଟି ଷ୍ଟେସନ ନିକଟସ୍ଥ ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଏହି ରେଡ କରାଯାଉଛି…
ରାଜ୍ୟ ନବ ଦାସଙ୍କ ଭାଇ ବ୍ରଜକିଶୋରଙ୍କ ଘରେ ଆଇଟି ରେଡ୍ January 17, 2025 Nirvay ସ୍ୱର୍ଗତଃ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବଡ଼ ଭାଇ ତଥା ସୁପର୍କ୍ଲାସ ଠିକାଦାର ବ୍ରଜକିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଭୁବନେଶ୍ୱର ଓ ଛତିଶଗଡ଼ ଆୟକର ଟିମ୍ର ମିଳିତ ଚଢ଼ାଉ…
ରାଜନୀତି ରାଜ୍ୟ ସରେଇପାଲି ଥାନାରୁ ବାହାରିଲେ ବିଶାଲ ଦାସ ଓ ତାଙ୍କ ସହଯୋଗୀ January 10, 2025 Nirvay ଛତିଶଗଡ଼, ସରେଇପାଲି ଥାନାରେ ରାତିରୁ ଅଟକ ଥିବା ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଆଜି ଛତିଶଗଡ଼ ପୋଲିସ ଛାଡ଼ିଛି । ଅନଧିକାର ପ୍ରବେଶ, ଭଙ୍ଗାରୁଜା ନେଇ ସରେଇପାଲିର ହୋଟେଲ ରାଧିକା ମ୍ୟାନେଜରଙ୍କ ଅଭିଯୋଗ ପରେ ବିଏନ୍ଏସ୍ ଧାରା…
ରାଜ୍ୟ ସମ୍ବଲପୁର ଉତ୍ତରାଞ୍ଚଳ ପୋଲିସ IGଙ୍କୁ ଭେଟିଲେ ନବ ଦାସଙ୍କ ପୁଅ ବିଶାଳ January 9, 2025 Nirvay ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସ ଆଜି ସମ୍ବଲପୁର ଉତ୍ତରାଞ୍ଚଳ ପୋଲିସ IGଙ୍କୁ ଭେଟି ଅଇଁଠାପାଲି ସ୍ଥିତ ହୋଟେଲରେ ପୋଲିସ ଯାଞ୍ଚକୁ ନେଇ ଫେରାଦ ହୋଇଛନ୍ତି । ବିନା…
ତାଜା ଖବର ରାଜନୀତି ରାଜ୍ୟ ଖୋଲିବ ସବୁ ପୁରୁଣା ମାମଲା: ପୃଥ୍ୱୀରାଜ ହରିଚନ୍ଦନ August 13, 2024 Papirani ସ୍ୱର୍ଗତ ନବ ଦାସ ହତ୍ୟାକାଣ୍ଡର ପୁନଃ ତଦନ୍ତ କରିବେ ରାଜ୍ୟ ସରକାର ବୋଲି ଆଜି ଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ସ୍ୱର୍ଗତ ନବ ଦାସ ହତ୍ୟା ମାମଲା ସହ ଥଣ୍ଡା ପଡ଼ିଥିବା…