Tag: Naba Nirman Krushak Sanghathan

Odisha Bandh: ଶେଷ ହେଲା ନବ ନିର୍ମାଣ କୃଷକ ସଂଗଠନ ଦ୍ୱାରା ଦିଆଯାଇଥିବା ଆଠ ଘଣ୍ଟିଆ ବନ୍ଦ ଡାକରା

ନବ ନିର୍ମାଣ କୃଷକ ସଂଗଠନ ଦ୍ୱାରା ଦିଆଯାଇଥିବା ଆଠ ଘଣ୍ଟିଆ ବନ୍ଦ ଡାକରା ଶେଷ ହୋଇଛି । ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଅପରାହ୍ନ ୨ଟା ଯାଏ ଚାଲିଥିଲା । ରାଜ୍ୟରେ କେତେ ସ୍ଥାନରେ ବନ୍ଦର ପ୍ରଭାବ ପଡ଼ିଥିବାବେଳେ…