Tag: Nabajaubana Darshana

Naba Jaubana Darshana: ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ । ଦୀର୍ଘ ୧୪ ଦିନ ପରେ ମହାପ୍ରଭୁଙ୍କୁ ଦେଖିବାର ଭକ୍ତଙ୍କୁ ସୁଯୋଗ ମିଳିବ । ମହାପ୍ରଭୁଙ୍କ ଅଣସର ଶେଷ ହୋଇଛି। ସୁସ୍ଥ ହୋଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବା ଲାଗି ପ୍ରସ୍ତୁତ ହୋଇସାରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଜଗନ୍ନାଥ…