Tag: Nabarangpur

ନବରଙ୍ଗପୁର ‘ମଣ୍ଡେଇ ୨୦୨୪’ ର ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟର ଗନ୍ତାଘର ନବରଙ୍ଗପୁର ଜିଲ୍ଲାର ଡଙ୍ଗର ପାହାଡ ଓ ଜଙ୍ଗଲର ଶାନ୍ତ ସବୁଜ ପରିବେଶକୁ ଦେଖିଲେ ସ୍ୱର୍ଗୀୟ ସୁଖ ଅନୁଭବ ହୋଇଥାଏ। ଜନଜାତି ବହୁଳ ନବରଙ୍ଗପୁର ଜିଲ୍ଲାର ନିଜସ୍ୱ ସଂସ୍କୃତି ଓ ଜନଜାତି ଜୀବନଧାରା ଓଡିଶାର ସାଂସ୍କୃତିକ ଚିତ୍ରପଟ୍ଟକୁ…

ନାବାଳିକାର ମୃତଦେହ ଉଦ୍ଧାର; ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ଆଣିଲେ ପରିବାର

ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ସ୍କୁଲ ନିକଟସ୍ଥ ଏକ ଟାୱାରର ପାଚେରୀ ପାଖରୁ ଜନୈକା ନାବାଳିକାର ମୃତଦେହ ଉଦ୍ଧାର ହୋଇଛି। ମଙ୍ଗଳବାର ସକାଳେ ନାବାଳିକା ଜଣଙ୍କ ଶୌଚ ହେବାକୁ ଯାଉଛି କହି ଯାଇଥିଲା। ହେଲେ ଆଉ ଘରକୁ ଫେରିନଥିଲା। ପରିବାର ଲୋକେ…

ନବରଙ୍ଗପୁରରେ ଝାଡ଼ାବାନ୍ତି ଆତଙ୍କ; ୧୫ ଦିନରେ ୩ ଜଣଙ୍କ ମୃତ୍ୟୁ

ନବରଙ୍ଗପୁରରେ ବ୍ୟାପୁଛି ଝାଡ଼ାବାନ୍ତି । ୧୫ ଦିନ ମଧ୍ୟରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଛି। ଅସ୍ବାସ୍ଥ୍ୟକର ପରିବେଶ ଓ ନଦୀନାଳ ପାଣିର ବ୍ୟବହାର ଯୋଗୁଁ ଝାଡ଼ାବାନ୍ତି ବ୍ୟାପିଥିବା ସନ୍ଦେହ କରାଯାଉଛି । ଖବର ପାଇ ସ୍ୱାସ୍ଥ୍ୟ ବିଭାଗ…

ସ୍କୁଲ ଚାଲିଥିବାବେଳେ ପଶିଆସିଲା ଭାଲୁ

ନବରଙ୍ଗପୁର ନନ୍ଦାହାଣ୍ଡି ବ୍ଲକ ଦହଣାରେ ସ୍କୁଲ ଚାଲିଥିବାବେଳେ ଭାଲୁ ପଶିଆସିଲା। ସ୍କୁଲର ନିର୍ମାଣାଧୀନ କୋଠାରେ ପଶିଯାଇଛି ଭାଲୁ। ସୁରକ୍ଷା ଦୃଷ୍ଟିରୁ ଛାତ୍ରଛାତ୍ରୀଙ୍କୁ ଘରକୁ ପଠାଇ ଦିଆଯାଇଛି। ଏବେ ବି ଭାଲୁ ସ୍କୁଲ ପରିସରରେ ଶୋଇଥିବା ସୂଚନା ମିଳିଛି। ସ୍କୁଲର ପାଚେରୀ ନଥିବାରୁ…

ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ନବରଙ୍ଗପୁର : ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ । ଉମରକୋଟ ନିକଟ ଦର୍ଗାଗୁଡ଼ା ଠାରେ ଗାଡ଼ି ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଦିଲ୍ଲୀରୁ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଚକା ଫାଟି ଯିବା ଯୋଗୁଁ ଗାଡି ଭାରସାମ୍ୟ…