Tag: Nabrangpur

ଆଜି ୧୨ଘଣ୍ଟିଆ ନବରଙ୍ଗପୁର ଜିଲ୍ଲା ବନ୍ଦ

ନବରଙ୍ଗପୁର: ନବରଙ୍ଗପୁର -ଜୟପୁର ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଜମି ଅଧିଗ୍ରହଣରେ ଅହେତୁକ ବିଳମ୍ବ ପ୍ରତିବାଦରେ ମଙ୍ଗଳବାର ବିଜେପି ଯୁବମୋର୍ଚ୍ଚା ନବରଙ୍ଗପୁର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ବନ୍ଦ…