Tag: Nandankanan zoo

ପାଣିକୁ ଖସିପଡ଼ିଲା ନନ୍ଦନକାନନ ରୋପ୍‌ୱେ’ର ୬ କ୍ୟାବିନ୍

ନନ୍ଦନକାନନ ରୋପ୍‌ୱେରେ ଗୋଟିଏ ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଥିଲା। ‌ରୋପ୍‌ ହଠାତ୍‌ ଅତ୍ୟଧିକ ଝୁଲିପଡ଼ିବାରୁ ସେଥିରେ ଲାଗିଥିବା ୬ଟି ଯାକ କ୍ୟାବିନ୍‌ କାଞ୍ଜିଆ ହ୍ରଦ ପାଣି ଭିତରକୁ ଖସିପଡ଼ିଥିଲା। ସୌଭାଗ୍ୟକୁ ସେତେବେଳେ କ୍ୟାବିନ୍‌ଗୁଡ଼ିକରେ କେହି ପର୍ଯ୍ୟଟକ ନଥିବାରୁ ବଡ଼ଧରଣର ଅଘଟଣ ଟଳିଯାଇଥିଲା।…

ଏଣିକି ରାତିରେ ବି ବୁଲିପାରିବେ ନନ୍ଦନକାନନ

ଭୁବନେଶ୍ୱର : ଏଣିକି ରାତିରେ ବି ନନ୍ଦନକାନନ ବୁଲିବାର ମଜା ନେଇ ପାରିବେ ପର୍ଯ୍ୟଟକ। ଆଜିଠୁ ନନ୍ଦନକାନନ ପକ୍ଷରୁ ଆରମ୍ଭ ହୋଇଛି ନୂଆ ବନ୍ୟପ୍ରାଣୀ ଶିକ୍ଷା କାର୍ଯ୍ୟକ୍ରମ ‘ନାଇଟ୍‌ ଆଉଟ ଆଟ୍‌ ଜୁ’। ଏହି କାର୍ଯ୍ୟକ୍ରମରେ ସଂଧ୍ୟା ୬ଟା ୩୦ରୁ ରାତି…