Tag: narendra modi

ମୋଦୀଙ୍କୁ ଜି-୭ ସମ୍ମିଳନୀରେ ଯୋଗ ଦେବାକୁ କାନାଡା ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ

କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରି କାନାଡାର ଆଲବର୍ଟା ପ୍ରଦେଶର କାନାନାସ୍କିସ୍‌ରେ ଅନୁଷ୍ଠିତ ହେବାକୁ ଥିବା ଜି-୭ ଶିଖର ସମ୍ମିଳନୀରେ ଯୋଗଦେବାକୁ ନିମନ୍ତ୍ରଣ କରିଛନ୍ତି । ସୋସିଆଲ ମେଡିଆ ସାଇଟ୍ ‘X’ ରେ ଏକ ପୋଷ୍ଟରେ…

ଅପରେସନ ସିନ୍ଦୂର ନାରୀଶକ୍ତିର ପ୍ରତୀକ: ପ୍ରଧାନମନ୍ତ୍ରୀ ମୋଦି

ମଧ୍ୟପ୍ରଦେଶ ଭୋପାଳର ଏକ କାଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ଆତଙ୍କବାଦ କାଯ୍ୟକଳାପକୁ ନେଇ ପ୍ରବଳ ବର୍ଷିଥିବା ବେଳେ ନାରୀଶକ୍ତିକୁ ପ୍ରଶଂସା କରିଛନ୍ତି । ମୋଦି କହିଛନ୍ତି, ଅପରେସନ ସିନ୍ଦୁର ନାରୀଶକ୍ତିର ପ୍ରତୀକ । ଜମ୍ମୁ ଠାରୁ ଗୁଜରାଟ ସୀମା…

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଓଡ଼ିଶାର ବିକାଶକୁ ତ୍ୱରାନ୍ୱିତ ପାଇଁ ହୋଇଛି ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୀତି ଆୟୋଗ ବୈଠକ ଅବସରରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଓଡ଼ିଶାର ବିକାଶକୁ କିଭଳି ତ୍ବରାନ୍ବିତ କରାଯିବ, ସେ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡିଛି ।…

ଅପରେସନ ସିନ୍ଦୂର ଦେଶର ମାଆ ଓ ଭଉଣୀଙ୍କ ପାଇଁ ସମର୍ପିତ: ନରେନ୍ଦ୍ର ମୋଦି

ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାଇଁ ଆଜି ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଅପରେସନ ସିନ୍ଦୂର କେବଳ ଗୋଟିଏ ନାଁ ନୁହେଁ, ଏହା ନ୍ୟାୟର ଅଖଣ୍ଡ ପ୍ରତିଜ୍ଞା । ଅପରେସନ ସିନ୍ଦୂର ଦେଶର ମାଆ…

ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ

ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି । ଏହି ଚୁକ୍ତି ଉଭୟ ଦେଶର ଅର୍ଥନୀତିରେ ବାଣିଜ୍ୟ, ନିବେଶ, ଅଭିବୃଦ୍ଧି ଏବଂ ରୋଜଗାରକୁ ଉତ୍ସାହିତ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ…

ପ୍ରଧାନମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି; ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା

ଆତଙ୍କବାଦକୁ ମୂଳପୋଛ କରିବାକୁ ୩ ସେନା ମୁଖ୍ୟଙ୍କୁ ପୂର୍ଣ୍ଣ କ୍ଷମତା ଦେଇଛନ୍ତି କେନ୍ଦ୍ର ସରକାର । ଦକ୍ଷିଣ କାଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଘନଘନ ବୈଠକ କରୁଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଆଜି ପୁଣି…

୫୧,୦୦୦ ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦୀ; ଓଡିଶାରେ ୨୫୮ ନିଯୁକ୍ତି ପତ୍ର ପ୍ରଦାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆଭାସୀ ମାଧ୍ୟମରେ ଦେଶର ୪୭ଟି ସ୍ଥାନରେ ଆୟୋଜିତ ରୋଜଗାର ମେଳାରେ ୫୧ ହଜାରରୁ ଅଧିକ ନବନିଯୁକ୍ତ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତିପତ୍ର ବିତରଣ କରିଛନ୍ତି । ନବନିଯୁକ୍ତ ସରକାରୀ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ‘ନାଗରିକ ଦେବୋ ଭବ’…

ଓଡିଶା ଆସିବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ମିଶ୍ର, ଶକ୍ତିକାନ୍ତ ଦାସ

ଓଡିଶା ଆସିବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଦୁଇ ଓଡ଼ିଆ ପୁଅ ପିକେ ମିଶ୍ର ଓ ଶକ୍ତିକାନ୍ତ ଦାସ । ଆଜି ସନ୍ଧ୍ୟା ୭ଟା ୫୫ରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଭୁବନେଶ୍ୱର ଆସୁଥିବାବେଳେ ଆସନ୍ତା କାଲି ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨…

ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ଚଳଚଞ୍ଚଳ ଗାଁରୁ ସହର । ସବୁ ଓଡ଼ିଆଙ୍କ ମନରେ ଉତ୍ସାହର ମାହୋଲ । ସାରା ରାଜ୍ୟ ଆଜି ଉତ୍ସବ ମୁଖର । ଏହି ଅବସରରେ ଦେଶର ମହାମହିମ…

ନରେନ୍ଦ୍ର ମୋଦିଙ୍କୁ ‘ମିତ୍ର ବିଭୂଷଣ’ରେ ସମ୍ମାନିତ କଲେ ଶ୍ରୀଲଙ୍କା ସରକାର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଶ୍ରୀଲଙ୍କା ଗସ୍ତରେ କଲମ୍ବୋରେ ପହଞ୍ଚିବା ପରେ ମୋଦିଙ୍କୁ ରାଷ୍ଟ୍ର ସମ୍ମାନ ସହିତ ସ୍ୱାଗତ କରାଯାଇଥିଲା । ତାଙ୍କୁ ସ୍ୱତନ୍ତ୍ର ଚୌକରେ ଗାର୍ଡ ଅଫ ଅନର ଏବଂ ୨୧ ତୋପ ସଲାମୀ ଦିଆଯାଇଥିଲା । ପ୍ରଧାନମନ୍ତ୍ରୀ…