ତାଜା ଖବର ରାଜନୀତି ରାଜ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ଆରମ୍ଭ ହେଲା ସେବାପକ୍ଷ September 17, 2024 Papirani ୨୦୧୪ ସାଧାରଣ ନିର୍ବାଚନ ପରେ ପ୍ରଧାନ ସେବକ ଭାବେ ନେତୃତ୍ୱ ନେଇ ଭାରତବର୍ଷକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିବା ସହ ସମ୍ମାନ ପ୍ରତିଷ୍ଠା କରାଇଥିବା ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜିଙ୍କ ଆଜି ୭୪ ତମ ଜନ୍ମଦିନ…
ତାଜା ଖବର ରାଜ୍ୟ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ September 17, 2024 Nirvay ଜନତା ମଇଦାନରୁ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ବୋଧନ ଦେଇଛନ୍ତି। ଓଡ଼ିଶାରେ ବିକାଶ ପାଇଁ ସବୁ ଅଛି ବୋଲି ମୋଦି କହିଛନ୍ତି। ଓଡ଼ିଶାରେ କଣ ନାହିଁ ବୋଲି ପଚାରିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାରେ ସବୁ ପ୍ରକାର ସଂପଦ ଭରପୁର ହୋଇରହିଛି। ଗତ ୧୦…
ତାଜା ଖବର ରାଜ୍ୟ ଭୁବନେଶ୍ୱର ଗାଡ଼କଣରେ ପ୍ରଧାନମନ୍ତ୍ରୀ ମୋଦି September 17, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଭବ୍ୟ ସ୍ୱାଗତ କରିଛନ୍ତି। ପରେ ଗାଡ଼କଣ ବସ୍ତି ଅଭିମୁଖେ ବାହାରିଛନ୍ତି। ସେଠାରେ ଲୋକଙ୍କୁ ପିଏମ ଆଅବସ କିସ୍ତି ବାଣ୍ଟିବା ସହ…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସକାଳ ୭.୩୦ରୁ ଟ୍ରାଫିକ କଟକଣା ଲାଗିବ September 16, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଭୁବନେଶ୍ବର ଗସ୍ତରେ ଆସୁଥିବା ବେଳେ ଟ୍ରାଫିକ ବ୍ୟବସ୍ଥା କଡାକଡି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ଜାରି ରହିବ। ଏ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି…
ତାଜା ଖବର ଦେଶ ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ବିସ୍ତୃତ ବିବରଣୀ September 16, 2024 Nirvay ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ବିସ୍ତୃତ ବିବରଣୀ ଆସିଛି। ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ପୂର୍ବାହ୍ନ ୧୧ଟା ୧୦ରେ ଗାଡ଼କଣ ବସ୍ତିରେ ପହଞ୍ଚିବେ। ୧୧ଟା ୧୫ରୁ ୧୧ଟା ୪୫ ଯାଏ…
ତାଜା ଖବର ଦେଶ ରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା September 16, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ଭୁବନେଶ୍ବରରେ ଟ୍ରାଫିକ ବ୍ୟବସ୍ଥା ଉପରେ କଟକଣା ଲଗାଯାଇଛି । ଆସନ୍ତାକାଲି ସକାଳ ୭.୩ରୁ ଅପରାହ୍ନ ୩ଟା ଯାଏଁ କଟକଣା ରହିବ। କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି କରାଯାଇଛି।…
ତାଜା ଖବର ରାଜ୍ୟ ମୋଦିଙ୍କ ସୁରକ୍ଷାରେ ୮୧ ପ୍ଲାଟୁନ୍ ଫୋର୍ସ September 15, 2024 Nirvay ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ଏ ନେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ୧୧…
ତାଜା ଖବର ରାଜନୀତି ରାଜ୍ୟ ଆସନ୍ତା ୧୭ ତାରିଖରେ ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଛୁଟି ସହ ସରକାରୀ କାର୍ଯ୍ୟାଳୟ ଗୁଡିକ ପ୍ରଥମାର୍ଦ୍ଧ ଛୁଟି September 14, 2024 Papirani ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ୱର ୧୭ ତାରିଖରେ ଭୁବନେଶ୍ୱର ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରୁଛନ୍ତି। ଏଥିପାଇଁ ଭୁବନେଶ୍ୱରରେ ବିପୁଳ ଜନ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲ କଲେଜ ଗୁଡିକ ସେଦିନ ସମ୍ପୂର୍ଣ୍ଣ…
ତାଜା ଖବର ରାଜନୀତି ରାଜ୍ୟ ଓଡ଼ିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ September 14, 2024 Papirani ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ‘ସୁଭଦ୍ରା’ର…
ଖେଳ ତାଜା ଖବର ପ୍ୟାରିସରେ ଭାରତକୁ ଗୌରବାନ୍ବିତ କରିଥିବା ପାରା ଅଲିମ୍ପିଆନ୍ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ September 13, 2024 Papirani ପ୍ୟାରିସରେ ଭାରତକୁ ଗୌରବାନ୍ବିତ କରିଥିବା ଭାରତୀୟ ପାରା ଅଲିମ୍ପିଆନଙ୍କୁ ଭେଟି ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭାରତରେ ଇତିହାସ ରଚିଥିବା ପାରାଆଥ୍ଲେଟ୍ ଏବଂ ସେମାନଙ୍କ କୋଚ୍ମାନଙ୍କୁ ଧନ୍ୟବାଦ ଦେବା ସହ ସମସ୍ତଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହା ସହ ପ୍ୟାରିସ୍…