Tag: narendra modi

ରୋଜଗାର ମେଳା ମାଧ୍ୟମରେ ଓଡ଼ିଶାର ୪୦୦ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ

ଆଜି ଓଡିଶା ସମେତ ସମଗ୍ର ଦେଶର ୪୫ ଟି ସ୍ଥାନରେ ରୋଜଗାର ମେଳାର ୧୪ତମ ସଂସ୍କରଣରେ ଆଭାସୀ ଜରିଆରେ ୭୧,୦୦୦ ନବନିଯୁକ୍ତ ଯୁବକଯୁବତୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ଵର ସ୍ଥିତ ଆଇଆଇଏମଟି ଠାରେ…

ମୋଦିଙ୍କୁ ମିଳିଲା ଆରବିକ ଭାଷାରେ ଅନୁବାଦ ହୋଇଥିବା ରାମାୟଣ ଓ ମହାଭାରତ

ଆରବିକ ଭାଷାରେ ସନାତନ ଧର୍ମର ପୌରାଣିକ ଗ୍ରନ୍ଥ ରାମାୟଣ ଏବଂ ମହାଭାରତର ଭାଷାନୁବାଦ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଦୁଇଦିନିଆ କୁଏତ ଗସ୍ତ ରେ ଥିବା ସମୟରେ ଆଜି କୁଏତର ଅବଦୁଲା ଅଲ ବାରଉନ ଏବଂ ଅବଦୁଲ ଲତିଫ ଅଲ…

କଂଗ୍ରେସ ଓ ଗାନ୍ଧୀ ପରିବାର ଉପରେ ବର୍ଷିଲେ ମୋଦି

ସଂସଦର ସମ୍ବିଧାନ ବିତର୍କରେ ଭାଗ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ୭୫ ବର୍ଷର ଉପଲବ୍ଧି ଅସାଧାରଣ। ଭାରତର ଲୋକତନ୍ତ୍ର ସବୁବେଳେ ସମୃଦ୍ଧ ରହିଛି। ଆଜି ବିବୃତ୍ତି ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ୭୫ ବର୍ଷର ସଫଳତା ସହଜ ନୁହେଁ। ସମ୍ବିଧାନର ନିର୍ମାତାମାନେ ବିଶ୍ୱାସ…

କୁମ୍ଭମେଳା ଏକତାର ପ୍ରତୀକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଉତ୍ତରପ୍ରଦେଶ ପ୍ରୟାଗରାଜରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଜାନୁଆରୀ ୧୩ ତାରିଖ ଦିନ ଆରମ୍ଭ ହେଉଥିବା ମହାକୁମ୍ଭ ୨୦୨୫ ପାଇଁ ଚାଲିଥିବା ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହ ପ୍ରୟାଗରାଜରେ ୫ହଜାର ୫୦୦ କୋଟି ଟଙ୍କାର ବିଭିନ୍ନ…

ମୋଦୀଙ୍କ କଡ଼ା ସନ୍ଦେଶ; ବଦଳି-ପୋଷ୍ଟିଂରେ ମାତିଲେ ନେତା ହୋଇପାରିବ ନାହିଁ

ଏକ ନିର୍ଦ୍ଦିଷ୍ଟ ମିଶନରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନିର୍ବାଚନ ପ୍ରଚାର ପୂର୍ବରୁ ଜୋଶ୍ ଭରିବା ପାଇଁ ରାଜ୍ୟ କାର୍ଯ୍ୟାଳୟକୁ ଆସିଥିଲେ ସେ। ସେତେବେଳେ ମିଶନ ଭିନ୍ନ ଥିଲା, ଜୋଶ୍ ଭାରି ନିର୍ବାଚନ ଜିଣିବା । କିନ୍ତୁ ଏଥର ଦଳ…

ସମୀକ୍ଷା ପାଇଁ ରାଜଭବନରୁ ବାହାରି ରାଜ୍ୟ ବିଜେପି ଅଫିସ୍‌ରେ ପ୍ରଧାନମନ୍ତ୍ରୀ 

ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ଭୁବନେଶ୍ୱର ବିମାନବନ୍ଦରକୁ ସ୍ୱତନ୍ତ୍ର ବିମାନ ଯୋଗେ ଆସି ବିମାନବନ୍ଦର ନିକଟରେ ଆୟୋଜିତ ହୋଇଥିବା ଏକ ସଭାରେ ଯୋଗ ଦେଇଥିଲେ । ତା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର…

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ; ସଭାସ୍ଥଳରେ ମୋଦିଙ୍କ ନିଶାନାରେ ବିରୋଧୀ

ତିନି ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଁଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ରାଜଧାନୀର ସଭାସ୍ଥଳ ପାଲଟିଛି ଜନସମୁଦ୍ର । ଏହି ସମୟରେ ରାଜ୍ୟବାସୀଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇ ଅଭିଭାଷଣରେ କହିଛନ୍ତି ବିମାନ ବନ୍ଦରରେ ଏତେ…

ଓଡ଼ିଶାରେ ବିଜେପି ସରକାରଙ୍କ ପ୍ରଦର୍ଶନର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖରେ ଓଡ଼ିଶା ଗସ୍ତରେ ଆସି ରାଜ୍ଯରେ ବିଜେପି ସରକାରଙ୍କ ପ୍ରଦର୍ଶନର ସମୀକ୍ଷା କରିବେ।ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶା ୟୁନିଟ୍ ସଭାପତି ମନମୋହନ ସାମଲ ଆଜି ଏହି ସୂଚନା ଦେଇଛନ୍ତି।ପ୍ରଧାନମନ୍ତ୍ରୀ ୨୯ ନଭେମ୍ବର…

ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାହାର ଚୂଡ଼ାନ୍ତ ନିଷ୍ପତ୍ତି ନେବେ ମୋଦି : ସିନ୍ଦେ

ମହାରାଷ୍ଟ୍ରରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଆଜି ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏକନାଥ ସିନ୍ଦେଙ୍କ ସୂଚନା ଦେଇ କହିଛନ୍ତି ମହାୟୁତି ମେଣ୍ଟ ଯାହା ନିଷ୍ପତ୍ତି ନେବ ଶିବସେନା ସମର୍ଥନ କରିବ…

ରାଜଧାନୀ ରେ ନରେନ୍ଦ୍ର ମୋଦି ଙ୍କ ରୋଡ ସୋ : ଦଳୀୟ କର୍ମୀ ଙ୍କୁ ଦେବେ ପରାମର୍ଶ

ଭୁବନେଶ୍ୱରରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋଡ ସୋ କରିବେ। ଜୁନ୍ 29ରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଏହି ରୋଡ ସୋ ଆରମ୍ଭ ହୋଇ ରାଜଭବନରେ ଶେଷ ହେବ। ଏହି କାର୍ଯ୍ଯକ୍ରମରେ ଭାରତୀୟ ଜନତା ପାର୍ଟି…