Tag: narendra modi

Pariksha Pe Charcha Episode 2: ‘ପରୀକ୍ଷା ପେ ଚର୍ଚ୍ଚା’ ର ନବମ ସଂସ୍କରଣର ଦ୍ୱିତୀୟ ପର୍ଯ୍ୟାୟରେ ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ‘ପରୀକ୍ଷା ପେ ଚର୍ଚ୍ଚା’ର ନବମ ସଂସ୍କରଣର ଦ୍ୱିତୀୟ ପର୍ଯ୍ୟାୟରେ ଆଜି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଏବଂ ସେମାନଙ୍କ କ୍ୟାରିଅର ସମ୍ବନ୍ଧୀୟ ସମସ୍ତ ପ୍ରଶ୍ନର ଉତ୍ତର ଦେଇଛନ୍ତି । ପରୀକ୍ଷା ପ୍ରସ୍ତୁତି ସମୟରେ ଚାପ ନ ନେଇ…

PM Modi In Malaysia: ମାଲେସିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ଦୁଇ ଦିନିଆ ମାଲେସିଆ ଗସ୍ତରେ ଯାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ୱାଗତ କରିବା ପାଇଁ ନୃତ୍ୟ ପ୍ରଦର୍ଶନ ସହିତ ଭବ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମର ଯୋଜନା କରାଯାଇଛି । ମୋଦି, ମାଲେସିଆ ଗସ୍ତରେ ଥିବାବେଳେ ସେଠାରେ ଥିବା…

Pariksha Pe Charcha 2026: ପିଲାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଦେଖିଲେ ମୁଖ୍ୟମନ୍ତ୍ରୀ

ପ୍ରତି ବର୍ଷ ଫେବୃଆରୀ, ମାର୍ଚ୍ଚ ମାସ ଆସିଲେ, ଆସିଯାଏ ସ୍କୁଲ୍ କଲେଜ୍‌ରେ ପରୀକ୍ଷାର ସମୟ । ଛାତ୍ରଛାତ୍ରୀଙ୍କର ମନୋବଳ ଦୃଢ କରିବା ପାଇଁ କେବଳ ପିତାମାତା, ଶିକ୍ଷକ ଶିକ୍ଷୟିତ୍ରୀ ନୁହନ୍ତି, ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆରମ୍ଭ କରିଛନ୍ତି ପରୀକ୍ଷା ପେ…

Pariksha Pe Charcha: ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ୯ମ ସଂସ୍କରଣ; ନିଜ ଶୈଳୀରେ ପାଠ ପଢ଼ିବାକୁ ପରାମର୍ଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ପେ ଚର୍ଚ୍ଚାର ୯ମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କୁ ପାଠପଢା ଓ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ପାଇଁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଯେ ପ୍ରତ୍ୟେକ ପିଲାଙ୍କର ଖାଦ୍ୟ ଯେମିତି ଅଲଗା, ପାଠପଢା ଶୈଳୀ ମଧ୍ୟ…

Trump Reduces Tariffs On India: ଭାରତ ଉପରେ ୨୫% ରୁ ୧୮% କୁ ଟାରିଫ ହ୍ରାସ କଲା ଆମେରିକା

ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ଆଲୋଚନା ଚାଲିଛି । ଏହି ଆଲୋଚନା ଅନ୍ତର୍ଗତ, ଆମେରିକା ଭାରତ ଉପରେ ଲଗାଇଥିବା ୨୫% ଟାରିଫକୁ ୧୮%କୁ ହ୍ରାସ କରିଛି । ଏହା ଭାରତୀୟ ରପ୍ତାନିକାରୀଙ୍କ ପାଇଁ ଏକ ବଡ଼ ଖବର ।…

Beating Retreat Ceremony At Vijay Chowk: ବିଜୟ ଚୌକରେ ବିଟିଂ ରିଟ୍ରିଟ୍ ସମାରୋହ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଧ୍ୟକ୍ଷତାରେ ବିଜୟ ଚୌକରେ ବିଟିଂ ରିଟ୍ରିଟ୍ ସମାରୋହ ସହିତ ୭୭ତମ ଗଣତନ୍ତ୍ର ଦିବସ ପାଳନ ଶେଷ ହୋଇଛି । ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ଅନେକ ରାଜନେତା…

India-EU Free Trade Agreement: ଭାରତ ଓ ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି

ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ହୋଇଛି । ଏହି ଚୁକ୍ତି ଫଳରେ ୨୭ଟି ୟୁରୋପୀୟ ଦେଶ ସହ ଭାରତ କୌଣସି ପ୍ରତବନ୍ଧକ ନଥାଇ ଖୋଲାଖୋଲି ବ୍ୟବସାୟ କରିପାରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁରୋପୀୟ ପରିଷଦର…

President Murmu Unfurls Tricolour: କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀର କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ…

PM Modi Distributes Appointment Letters: ୬୧,୦୦୦ ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୬୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଏହି ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ ହୋଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ନିଯୁକ୍ତି…

Atal Pension Yojana Extended: ୨୦୩୦-୩୧ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି

କେନ୍ଦ୍ର ସରକାର ଅଟଳ ପେନସନ ଯୋଜନା ଅବଧି ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାପାଇଁ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ସୋମବାର ଦିନ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି…