Tag: narendra modi

ୱାୟନାଡ଼ରେ ହୋଇଥିବା ଭୂସ୍ଖଳନ ସ୍ଥାନରେ ପହଞ୍ଚି ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ

କେରଳର ୱାୟନାଡ଼ରେ ହୋଇଥିବା ଭୂସ୍ଖଳନ ସ୍ଥାନରେ ପହଞ୍ଚି ଆକାଶମାର୍ଗ ସହ ଗ୍ରାଉଣ୍ଡରେ ନିଜେ ସ୍ଥିତି ପରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗ୍ରାଉଣ୍ଡରେ ରିଲିଫ ଓ ରେସକ୍ୟୁର ସମୀକ୍ଷା କରିବା ସହ ଉଦ୍ଧାରକାରୀ ଦଳଙ୍କ ଠାରୁ ସ୍ଥିତି ସଂପର୍କରେ ବୁଝିଛନ୍ତି ପ୍ରଧାନମନ୍ତ୍ରୀ। ପରେ…

ବଜେଟ୍‌କୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା:ସବୁ ବର୍ଗଙ୍କୁ ଦିଆଯିବ ଗୁରୁତ୍ବ

ଦେଶର ବିକାଶ ଦିଗରେ ଚଳିତ ବଜେଟରେ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୪୮ ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ କିନ୍ତୁ ଟିକସ ସ୍ଲାବକୁ ଅପରିବର୍ତ୍ତି…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ପଦ୍ମଶ୍ରୀ ଶ୍ରୀମତୀ କମଳା ପୂଜାରୀଙ୍କ ପରଲୋକ ଖବର ଶୁଣି ଦୁଃଖ ପ୍ରକାଶ କରିଛନ୍ତି ନରେନ୍ଦ୍ର ମୋଦୀ । ସେ ନିଜ ସୋସିଆଲ ମିଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି ଶ୍ରୀମତୀ କମଳା ପୂଜାରୀଙ୍କ ପରଲୋକ ଖବର ଶୁଣି ମୁଁ ମର୍ମାହତ। ଶ୍ରୀମତୀ କମଳା…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ତଥା ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ ଆଜି ଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି…

ବଜେଟ୍ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକ

ବଜେଟ୍ ପୂର୍ବରୁ ମୋଦିଙ୍କ ବୈଠକ । ସାଧାରଣ ବଜେଟ୍ ଉପସ୍ଥାପନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ । ଜୁଲାଇ ୨୩ରେ ମୋଦି ସରକାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ୩.୦ ଉପସ୍ଥାପନ କରିବେ। ଏହି ବଜେଟ ସମ୍ବନ୍ଧରେ ଏହି ବୈଠକ…

ଅଷ୍ଟ୍ରିଆରେ ବନ୍ଦେ ମାତରଂ ଗାନକରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରାଗଲା ସ୍ଵାଗତ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଅଷ୍ଟ୍ରିଆର ରାଜଧାନୀ ଭିଏନାରେ ପହଞ୍ଚିଛନ୍ତି। ଆଜି ଅଷ୍ଟ୍ରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟସ୍ୱାଗତ କରାଯାଇଛି ।ପ୍ରାୟ ୪୦ ବର୍ଷ ପରେ, ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଶେଷ…

ମସ୍କୋରେ ଓଡ଼ିଆ ସ୍କାର୍ଫ ପିନ୍ଧିଲେ ମୋଦି

ଆଜି ମସ୍କୋରେ ପ୍ରବାସୀ ଭାରତୀୟମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିକାଶ ସହ ସରକାରଙ୍କ ବିଭିନ୍ନ ଯୋଜନା ବାବଦରେ କହିଥିଲେ। ମୋଦି ସେଠାରେ ସେ ଓଡ଼ିଆ ସ୍କାର୍ଫ ପିନ୍ଧିଥିବା ଦେଖିବାକୁ ମିଳିଥିଲା। ଏହା ଭିତରେ ରଥଯାତ୍ରା ସହ ମହାପ୍ରଭୁଙ୍କ…

ରୁଷିଆରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ରୁଷିଆରେ ପ୍ରବାସୀ ଭାରତୀୟଙ୍କୁ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ତୃତୀୟ ପାଳିରେ ୩ଟି ବଡ଼ କାମ କରିବୁ ବୋଲି କହିଛନ୍ତି। ଭାରତ ବିଶ୍ୱର ତୃତୀୟ ଅରଥଶକ୍ତି ଦେଶ ହେବ। ୩ କୋଟି ଘର, ୩ କୋଟି ମହିଲଳାଙ୍କୁ ଲକ୍ଷପତି ଦିଦି…

୨ ଦିନିଆ ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୨ତମ ଭାରତ-ରୁଷିଆ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ରୁଷ ଗସ୍ତରେ ଯାଉଛନ୍ତି । ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ । ମସ୍କୋରେ ଜୁଲାଇ…

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଲେ ଭାରତୀୟ ଦଳ

ଦିଲ୍ଲୀ ବିମାନ ବନ୍ଦରରେ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ସାକ୍ଷାତ କରିଛନ୍ତି ଭାରତୀୟ ଦଳ । ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ଖେଳାଳୀ ମାନେ ମୁମ୍ବାଇ ଅଭିମୁଖେ ଉଡାଣ…