Tag: narendra modi

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟରେ ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ…

୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତାକାଲି ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬୦ ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ୪୫ ଟି ପ୍ରକଳ୍ପର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ଏନେଇ ରାଜ୍ୟ ବିଜେପି…

କ୍ରୋଏସିଆ ରାଷ୍ଟ୍ରପତିଙ୍କୁ ପଟ୍ଟଚିତ୍ର ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦିନ କ୍ରୋଏସିଆ ଗସ୍ତରେ ଥିବା ସମୟରେ କ୍ରୋଏସିଆ ରାଷ୍ଟ୍ରପତି ଜୋରାନ ମିଲାନୋଭିଚଙ୍କୁ ଓଡ଼ିଶାର ଏକ ପଟ୍ଟଚିତ୍ର ଉପହାର ଦେଇଛନ୍ତି । ଓଡ଼ିଶାର ପାରମ୍ପରିକ କଳାର ରୂପ ହେଉଛି ପଟ୍ଟଚିତ୍ର । ଉତ୍କଳୀୟ କଳାର ଏହା ଏକ…

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ: କାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ବନ୍ଦ ରହିବ ସବୁ ସରକାରୀ କାର୍ଯ୍ୟାଳୟ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡିଶା ଗସ୍ତ ସମୟରେ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ଆଶଙ୍କାରେ ଆସନ୍ତାକାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ରାଜସ୍ୱ ଓ ମାଜିଷ୍ଟେରିଆଲ (କାର୍ଯ୍ୟନିର୍ବାହୀ) କୋର୍ଟ ମଧ୍ୟ…

ରାଜ୍ୟ ସରକାରଙ୍କ ୧ ବର୍ଷ ପୂର୍ତ୍ତି ସମାରୋହ: ଜନତା ମୈଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମୈଦାନ ଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି । ସୂଚନା ଯୋଗ୍ୟ ଯେ ଜୁନ୍‌ ୨୦ ରେ ବିଜେପି…

G7 ସମିଟ୍ ପରେ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ମୋଦି

ପହଲଗାମ ଆକ୍ରମଣ ପରେ ପ୍ରଥମଥର ଲାଗି କଥା ହେଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଓ ପ୍ରଧାନମନ୍ତ୍ରୀ ମୋଦି। ଫୋନ୍ ମାଧ୍ୟମରେ ୩୫ ମିନିଟ୍ କଥା ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିସ୍ରୀ । ସେ କହିଛନ୍ତି…

ସାଇପ୍ରସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିଲା ସର୍ବୋଚ୍ଚ ସମ୍ମାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ କ୍ରସ୍ ଅଫ୍ ଦ ଅର୍ଡର ଅଫ୍ ମାକାରିଓସ୍ ରେ ସମ୍ମାନିତ କରିଛନ୍ତି ସାଇପ୍ରସର ରାଷ୍ଟ୍ରପତି ନିକୋସ୍ କ୍ରିଷ୍ଟୋଡୋଲିଡ୍ସ । ଏହି ସମ୍ମାନ ପାଇଁ ସାଇପ୍ରସ ରାଷ୍ଟ୍ରପତି, ସାଇପ୍ରସ ସରକାର ଓ ଜନତାଙ୍କୁ…

ଜୁନ୍ ୨୦ରେ ଭୁବନେଶ୍ଵରରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଆସନ୍ତା ଜୁନ୍ ୨୦ରେ ଓଡିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩ଟା ୪୦ରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦୀ। ବିମାନବନ୍ଦରରୁ ଜନତା ମୈଦାନ ଯାଏଁ ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍…

ବିମାନ ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ଗୁଜରାଟରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗତକାଲି ଘଟିଥିବା ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତସ୍ଥଳକୁ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ସହ ସେ ଆହତମାନଙ୍କୁ ଭେଟିବା ପାଇଁ ହସ୍ପିଟାଲ…

ସର୍ବଦଳୀୟ ଡେଲିଗେସନ ଟିମଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ବିଦେଶ ଗସ୍ତ ସାରି ଫେରିଥିବା ସର୍ବଦଳୀୟ ଡେଲିଗେସନ ଟିମକୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆତଙ୍କବାଦ ବିରୋଧରେ ଭାରତର ଦୃଢ଼ ଆଭିମୁଖ୍ୟ ସ୍ପଷ୍ଟ କରିବା ଓ ପାକିସ୍ତାନର ଆତଙ୍କୀ ଚେହେରା ବିଶ୍ୱକୁ ଦେଖାଇବା ପାଇଁ ୩୦ରୁ ଅଧିକ ଦେଶ ଗସ୍ତ…