ଦେଶ ରାଜନୀତି ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ମୋଦିଙ୍କ ସମ୍ବୋଧନ; କହିଲେ ଆପ୍ଦାରୁ ମୁକ୍ତ ହେଲା ଦିଲ୍ଲୀ February 8, 2025 Nirvay ଦିଲ୍ଲୀ ବିଧାନସଭା ନିର୍ବାଚନରେ ବିଜୟ ମୁକୁଟ ପିନ୍ଧିବା ପରେ ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧନ କରିଛନ୍ତି । ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ସମ୍ବୋଧନ ଦେଇ ବିଜୟ ପାଇଁ ଦିଲ୍ଲୀବାସୀଙ୍କୁ କୃତଜ୍ଞତା ଜଣାଇବା ସହ ଶେଷରେ ଆପ୍ଦାରୁ…
ଦେଶ ଦୁଇ ଦିନିଆ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି February 7, 2025 Nirvay ଆସନ୍ତା ୧୨ ତାରିଖରେ ଦୁଇ ଦିନିଆ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ସେ ୧୪ ତାରିଖ ଯାଏଁ ରହିବେ । ୧୩ ତାରିଖରେ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।…
ତାଜା ଖବର ଦେଶ ରାଜନୀତି ଦୁର୍ନୀତିରେ ବୁଡ଼ିରହିଛି କଂଗ୍ରେସ; ରାଜ୍ୟସଭାରେ ଟାର୍ଗେଟ କଲେ ମୋଦୀ February 6, 2025 Papirani ରାଜ୍ୟସଭାରେ ଧନ୍ୟବାଦ ପ୍ରସ୍ତାବରେ ସମ୍ବୋଧନ ବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି କଂଗ୍ରେସ କେବଳ ପରିବାରରେ ସୀମିତ କିନ୍ତୁ ଆମର ବିକାଶ ମଡେଲକୁ ସବୁଆଡ଼ୁ ଜନତା ସମର୍ଥନ ଦେଉଛନ୍ତି । ଆମର ବିକାଶର…
ତାଜା ଖବର ଦେଶ ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି February 5, 2025 Papirani ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି । ପୂଜାର୍ଚ୍ଚନା ପରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ। ସଙ୍ଗମରେ ସ୍ନାନ କରିବା ପରେ, ପ୍ରଧାନମନ୍ତ୍ରୀ ମୋଦି ମାତା ଗଙ୍ଗା ଏବଂ ଭଗବାନ ଭାସ୍କରଙ୍କୁ ମଧ୍ୟ ନମସ୍କାର କରିଥିଲେ। ତାଙ୍କୁ ନିରନ୍ତର…
ଦେଶ ଆସନ୍ତାକାଲି ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି February 4, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ପ୍ରୟାଗରାଜ ମହାକୁମ୍ଭରେ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ । ସୂତ୍ର ଅନୁଯାୟୀ କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରୟାଗରାଜ ଗସ୍ତ ଦିଲ୍ଲୀ ବିଧାନସଭା ନିର୍ବାଚନ ଦିନ ହେବ । ପ୍ରଧାନମନ୍ତ୍ରୀ ମୋଦି କାଲି ଦିନ ୧୧…
ତାଜା ଖବର ଦେଶ ବଜେଟ୍ ପୂର୍ବରୁ ମୋଦିଙ୍କ ଅଭିଭାଷଣ; ଏ ବର୍ଷର ବଜେଟ ନୂଆ ଉର୍ଜା ସହ ଐତିହାସିକ ହେବ January 31, 2025 Papirani ସଂସଦରେ ଆଜିଠୁ ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ୟୁନିୟନ ବଜେଟ୍ ୨୦୨୫-୨୬ ର ପ୍ରଥମ ପର୍ଯ୍ୟାୟ ଅଧିବେଶନ । ଏହି ବଜେଟ୍ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ବୋଧନ । ମା’ ଲକ୍ଷ୍ମୀଙ୍କ ବନ୍ଦନା ପଢ଼ି ଅଭିଭାଷଣ ଆରମ୍ଭ…
ତାଜା ଖବର ରାଜ୍ୟ ବ୍ଲୁ ଇକୋନୋମି ରାଜ୍ୟ ତାଲିକାରେ ଯୋଡ଼ି ହୋଇଛି ଓଡ଼ିଶା: ପ୍ରଧାନମନ୍ତ୍ରୀ ମୋଦି January 28, 2025 Papirani ଉତ୍କର୍ଷ ଓଡ଼ିଶା କନକ୍ଲେଭ-୨୦୨୫ ଭୁବନେଶ୍ୱର ଜନତା ମଇଦାନରେ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି କାର୍ଯ୍ୟକ୍ରମରେ ଜୟ ଜଗନ୍ନାଥ କହି ସମ୍ବୋଧନ କଲେ ମୋଦି । ବଡ଼ ଆୟୋଜନ ପାଇଁ ଧନ୍ୟବାଦ ଦେବା ସହ ମୋଦି…
ତାଜା ଖବର ଦେଶ ରାଜ୍ୟ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି January 28, 2025 Papirani ଆଜିଠୁ ଭୁବନେଶ୍ବର ଜନତା ମୈଦାନରେ ଆରମ୍ଭ ହେଉଛି ଦୁଇଦିନିଆ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡିଶା କନକ୍ଲେଭ ୨୦୨୫ । ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ଣରେ ଉଦ୍ଘାଟନ କରିବେ। ସେଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…
ରାଜ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ ପାଇଁ ଭୁବନେଶ୍ୱରରେ ନୋ ଫ୍ଲାଇଂ ଜୋନ୍ ଘୋଷଣା January 27, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡିଶା ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍ ଜୋନ୍ ତଥା ନୋ ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି । ଆସନ୍ତାକାଲି ୧୦ ଘଟିକା ସମୟରେ ମୋଦିଙ୍କୁ ଭୁବନେଶ୍ୱର…
ଦେଶ ଚଳିତ ବର୍ଷର ପ୍ରଥମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି January 19, 2025 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୨୫ ବର୍ଷର ପ୍ରଥମ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ରେ ଦେଶବାସୀଙ୍କୁ ଆଜି ସମ୍ବୋଧନ କରିଛନ୍ତି । ପ୍ରତିଥର ଏହି କାର୍ଯ୍ୟକ୍ରମ ମାସର ଶେଷ ରବିବାର ପ୍ରସାରଣ ହେଉଥିବା ବେଳେ ଚଳିତ ମାସର ଶେଷ ରବିବାର…