ତାଜା ଖବର ଦେଶ ବିଶ୍ୱ ରାଜନୀତି ୨ ଦିନିଆ ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି July 8, 2024 Papirani ୨୨ତମ ଭାରତ-ରୁଷିଆ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ରୁଷ ଗସ୍ତରେ ଯାଉଛନ୍ତି । ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ । ମସ୍କୋରେ ଜୁଲାଇ…
ଖେଳ ତାଜା ଖବର ଦେଶ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଲେ ଭାରତୀୟ ଦଳ July 4, 2024 Papirani ଦିଲ୍ଲୀ ବିମାନ ବନ୍ଦରରେ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ସାକ୍ଷାତ କରିଛନ୍ତି ଭାରତୀୟ ଦଳ । ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ଖେଳାଳୀ ମାନେ ମୁମ୍ବାଇ ଅଭିମୁଖେ ଉଡାଣ…
ତାଜା ଖବର ଦେଶ ରାଜନୀତି ସହଯୋଗୀଙ୍କ ରକ୍ତମାଂସ ଖାଇ ବଞ୍ଚିରହେ କଂଗ୍ରେସ: ପ୍ରଧାନମନ୍ତ୍ରୀ July 2, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଅବସରରେ ପ୍ରଧାନମନ୍ତ୍ରୀ ବକ୍ତବ୍ୟ ଦେବା ସହ ପ୍ରଥମ ଥର ସାଂସଦ ହୋଇ ଆସିଥିବା ସଦସ୍ୟଙ୍କୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଭାରତ ସଫଳତାର ସହ ନିର୍ବାଚନ କରାଇ ବିଶ୍ବକୁ ମାର୍ଗ ଦେଖାଇଛି…
ଦେଶ ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ July 2, 2024 Nirvay ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର ଅଭିଭାଷଣ ରଖିବେ ମୋଦି। ଗତକାଲି…
ଦେଶ ମନ୍ କି ବାତ୍ରେ ରଥଯାତ୍ରା ସମ୍ପର୍କରେ କହିଲେ ପ୍ରଧାନମନ୍ତ୍ରୀ June 30, 2024 Nirvay ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ଯ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି। ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ, ଯେଉଁଥିରେ ପ୍ରଧାନମନ୍ତ୍ରୀ ଦେଶର ଲୋକଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପ୍ରସଙ୍ଗ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ June 28, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରି ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା ସମୟରେ ଦୁଇ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ June 27, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ସନ୍ଧ୍ୟାରେ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ।ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବା ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦାୟିତ୍ୱ ନେବା ପରେ ପ୍ରଥମଥର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ June 26, 2024 Papirani ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ନୁଆ ସରକାର ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ରାଜ୍ୟ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ସାମିଲ୍ ହେଲେ ପ୍ରଧାନମନ୍ତ୍ରୀ, ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ସହ ନେତା ଓ ମନ୍ତ୍ରୀ June 21, 2024 Papirani ଆଜି ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଆଜି ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ…
ତାଜା ଖବର ଦେଶ ରାଜ୍ୟ ପିଏମ୍ କିଶାନ ନିଧି ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା June 18, 2024 Papirani ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭…