Tag: narendra modi

Pariksha Pe Charcha: ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ୯ମ ସଂସ୍କରଣ; ନିଜ ଶୈଳୀରେ ପାଠ ପଢ଼ିବାକୁ ପରାମର୍ଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ପେ ଚର୍ଚ୍ଚାର ୯ମ ସଂସ୍କରଣରେ ଛାତ୍ରଛାତ୍ରୀଙ୍କୁ ପାଠପଢା ଓ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ପାଇଁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଯେ ପ୍ରତ୍ୟେକ ପିଲାଙ୍କର ଖାଦ୍ୟ ଯେମିତି ଅଲଗା, ପାଠପଢା ଶୈଳୀ ମଧ୍ୟ…

Trump Reduces Tariffs On India: ଭାରତ ଉପରେ ୨୫% ରୁ ୧୮% କୁ ଟାରିଫ ହ୍ରାସ କଲା ଆମେରିକା

ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତି ଆଲୋଚନା ଚାଲିଛି । ଏହି ଆଲୋଚନା ଅନ୍ତର୍ଗତ, ଆମେରିକା ଭାରତ ଉପରେ ଲଗାଇଥିବା ୨୫% ଟାରିଫକୁ ୧୮%କୁ ହ୍ରାସ କରିଛି । ଏହା ଭାରତୀୟ ରପ୍ତାନିକାରୀଙ୍କ ପାଇଁ ଏକ ବଡ଼ ଖବର ।…

Beating Retreat Ceremony At Vijay Chowk: ବିଜୟ ଚୌକରେ ବିଟିଂ ରିଟ୍ରିଟ୍ ସମାରୋହ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଧ୍ୟକ୍ଷତାରେ ବିଜୟ ଚୌକରେ ବିଟିଂ ରିଟ୍ରିଟ୍ ସମାରୋହ ସହିତ ୭୭ତମ ଗଣତନ୍ତ୍ର ଦିବସ ପାଳନ ଶେଷ ହୋଇଛି । ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ଅନେକ ରାଜନେତା…

India-EU Free Trade Agreement: ଭାରତ ଓ ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି

ଭାରତ-ୟୁରୋପୀୟ ସଂଘ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ହୋଇଛି । ଏହି ଚୁକ୍ତି ଫଳରେ ୨୭ଟି ୟୁରୋପୀୟ ଦେଶ ସହ ଭାରତ କୌଣସି ପ୍ରତବନ୍ଧକ ନଥାଇ ଖୋଲାଖୋଲି ବ୍ୟବସାୟ କରିପାରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁରୋପୀୟ ପରିଷଦର…

President Murmu Unfurls Tricolour: କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀର କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ…

PM Modi Distributes Appointment Letters: ୬୧,୦୦୦ ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୬୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଏହି ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ ହୋଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ନିଯୁକ୍ତି…

Atal Pension Yojana Extended: ୨୦୩୦-୩୧ ପର୍ଯ୍ୟନ୍ତ ଅଟଳ ପେନସନ ଯୋଜନାର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରି

କେନ୍ଦ୍ର ସରକାର ଅଟଳ ପେନସନ ଯୋଜନା ଅବଧି ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାପାଇଁ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ସୋମବାର ଦିନ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି…

PM Modi Attends Pongal Celebrations: କେନ୍ଦ୍ର ମନ୍ତ୍ରୀଙ୍କ ଘରେ ପୋଙ୍ଗଲ ପାଳିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଏଲ୍ ମୁରୁଗାନଙ୍କ ବାସଭବନରେ ପୋଙ୍ଗଲ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇବା ସହ ଗୋ ସେବା ମଧ୍ୟ କରିଛନ୍ତି । ଏହି ଅବସରରେ ଉଦବୋଧନ…

Somnath Swabhiman Parv: ଭାରତୀୟ ସଭ୍ୟତାର ଅଦମ୍ୟ ସାହସକୁ ପ୍ରଦର୍ଶନ କରୁଛି ‘ସୋମନାଥ ସ୍ୱାଭିମାନ ପର୍ବ’: ମନମୋହନ ସାମଲ

ଭାରତର ଆସ୍ଥା, ବିଶ୍ୱାସ ଓ ସଭ୍ୟତାର ପ୍ରତୀକ ହେଉଛି ଗୁଜୁରାଟର ସୋମନାଥ ମନ୍ଦିର । ଏହି ପର୍ବ ଭାରତୀୟ ସଭ୍ୟତାର ଅଦମ୍ୟ ସାହସ ଓ ନିରନ୍ତରତାକୁ ପ୍ରଦର୍ଶନ କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସୋମନାଥ ପୀଠରୁ ଏହି ପର୍ବର…

New Year Greetings: ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ବିଦାୟ ନେଇଛି ୨୦୨୫ । ଆସିଛି ନୂଆବର୍ଷ ୨୦୨୬ । ନୂତନ ବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତିି ଯେ…