Tag: narendra modi

ଜାତୀୟ ଉତ୍ସବ ଭାବେ ପାଳିତ ହେବ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ

କେନ୍ଦ୍ର ସରକାର ଉତ୍କଳ କେଶରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ଜାତୀୟ ଉତ୍ସବ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଡାକ୍ତର ହରେକୃଷ୍ଣ ମହତାବଙ୍କୁ ଏହିପରି ଏକ ବଡ଼ ଶ୍ରଦ୍ଧାଞ୍ଜଳୀ ଦେବାକୁ ଜାତୀୟ…

ଯବାନଙ୍କ ସହ ଦୀପାବଳି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ସାରା ଦେଶରେ ଆଲୋକର ପର୍ବ ଦୀପାବଳିର ଉତ୍ସାହ ଓ ଉତ୍ସବର ମାହୋଲ ରହିଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କଚ୍ଛରେ ଭାରତୀୟ ଯବାନଙ୍କ ସହ ଦୀପାବଳି ପାଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ…

ହରିୟାଣାରେ ମୋଦିଙ୍କ ବିଜୟ ଉତ୍ସବ; ଭୋଟର ଓ କର୍ମୀଙ୍କୁ ଦେଲେ ବିଜୟର ଶ୍ରେୟ

ହରିୟାଣା ବିଧାନସଭା ନିର୍ବାଚନରେ ବିଜେପିର ଐତିହାସିକ ବିଜୟ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି କର୍ମୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେବା ସହ ଉତ୍ସବ ପାଳନ କରିଛନ୍ତି। ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ସେଲିବ୍ରେସନ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ଭୋଟର…

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟର ଶୁଭାରମ୍ଭ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ୩ଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଶୁଭାରମ୍ଭ କରିଛନ୍ତି । ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ…

ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧନ କରିଛନ୍ତି । ପ୍ରଧାନମନ୍ତ୍ରୀ ‘ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ’ ଯୋଜନା ଏବଂ ‘ପୁଣ୍ୟଶ୍ଳୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା’ର ଶୁଭାରମ୍ଭ କରିଥିଲେ ।…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ଆରମ୍ଭ ହେଲା ସେବାପକ୍ଷ

୨୦୧୪ ସାଧାରଣ ନିର୍ବାଚନ ପରେ ପ୍ରଧାନ ସେବକ ଭାବେ ନେତୃତ୍ୱ ନେଇ ଭାରତବର୍ଷକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ପରିଚୟ ପ୍ରଦାନ କରିବା ସହ ସମ୍ମାନ ପ୍ରତିଷ୍ଠା କରାଇଥିବା ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜିଙ୍କ ଆଜି ୭୪ ତମ ଜନ୍ମଦିନ…

ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

ଜନତା ମଇଦାନରୁ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇଛନ୍ତି। ଓଡ଼ିଶାରେ ବିକାଶ ପାଇଁ ସବୁ ଅଛି ବୋଲି ମୋଦି କହିଛନ୍ତି। ଓଡ଼ିଶାରେ କଣ ନାହିଁ ବୋଲି ପଚାରିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାରେ ସବୁ ପ୍ରକାର ସଂପଦ ଭରପୁର ହୋଇରହିଛି। ଗତ ୧୦…

ଭୁବନେଶ୍ୱର ଗାଡ଼କଣରେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ୱତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଭବ୍ୟ ସ୍ୱାଗତ କରିଛନ୍ତି। ପରେ ଗାଡ଼କଣ ବସ୍ତି ଅଭିମୁଖେ ବାହାରିଛନ୍ତି। ସେଠାରେ ଲୋକଙ୍କୁ ପିଏମ ଆଅବସ କିସ୍ତି ବାଣ୍ଟିବା ସହ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସକାଳ ୭.୩୦ରୁ ଟ୍ରାଫିକ କଟକଣା ଲାଗିବ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଭୁବନେଶ୍ବର ଗସ୍ତରେ ଆସୁଥିବା ବେଳେ ଟ୍ରାଫିକ ବ୍ୟବସ୍ଥା କଡାକଡି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା ଜାରି ରହିବ। ଏ ନେଇ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ନିର୍ଦ୍ଦେଶନାମା ଜାରି…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ବିସ୍ତୃତ ବିବରଣୀ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ବିସ୍ତୃତ ବିବରଣୀ ଆସିଛି। ସକାଳ ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ପୂର୍ବାହ୍ନ ୧୧ଟା ୧୦ରେ ଗାଡ଼କଣ ବସ୍ତିରେ ପହଞ୍ଚିବେ। ୧୧ଟା ୧୫ରୁ ୧୧ଟା ୪୫ ଯାଏ…