Tag: narendra modi

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ସାମିଲ୍ ହେଲେ ପ୍ରଧାନମନ୍ତ୍ରୀ, ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ସହ ନେତା ଓ ମନ୍ତ୍ରୀ

ଆଜି ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଆଜି ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ…

ପିଏମ୍‌ କିଶାନ ନିଧି ଯୋଜନାରେ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା

ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍‌ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭…

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ସଂଧ୍ୟାରେ ଜନତା ମଇଦାନରେ ହେବାକୁଥିବା ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ଆନ୍ଧ୍ରରେ ନୂଆ ସରକାରର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାପରେ ଓଡିଶାରେ ପହଞ୍ଚିଛନ୍ତି…

ସଜେଇ ହୋଇଛି ଜନତା ମଇଦାନ

ଭୁବନେଶ୍ବର(ନିର୍ଭୟ ମିଡିଆ): ବହୁ ବର୍ଷର ସେହି ପ୍ରତୀକ୍ଷିତ ମୂହୁର୍ତ୍ତ ଉପନୀତ ହୋଇଛି । ଆସନ୍ତା କାଲି ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ । ପ୍ରଥମ ଥର ପାଇଁ ରାଜ୍ୟରେ ଭାଜପା ସରକାର ଗଢିବାକୁ ଯାଉଥିଲା ବେଳେ ଶପଥ ସମାରୋହ ପାଇଁ…

ଆସିଲା କେନ୍ଦ୍ର ମନ୍ତ୍ରୀ ମଣ୍ତଳ ତାଲିକା: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ବୈଠକରେ ମନ୍ତ୍ରୀମାନଙ୍କୁ ବିଭିନ୍ନ ବିଭାଗ ଦିଆଯାଇଛି । କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ଅଜୟ ତାମତା ଏବଂ ହର୍ଷ ମାଲହୋତ୍ରାଙ୍କୁ…

୧୨ ତାରିଖ ଦିନ ୪ଟା ୪୫ରେ ଶପଥ ଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେପି କାହାକୁ ବାଛିବ ତାହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଆଜି ସମୟ ଘୋଷଣା ହୋଇଛି । ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଜନତା ମଇଦାନରେ…

ପ୍ରଧାନମନ୍ତ୍ରୀ ଚାଷୀଙ୍କୁ ଦେଲେ ବଡ଼ ଉପହାର; ଚାଷୀଙ୍କୁ ମିଳିବ ୨୦ ହଜାର କୋଟି

ପ୍ରଧାନମନ୍ତ୍ରୀ ଲଗାତର ତୃତୀୟ ଥର ଭାବେ ଶପଥ ଗ୍ରହଣ କରିବାର ଠିକ ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି। ଆଜି ପ୍ରଧାନମନ୍ତ୍ରୀ କିଷାନ ନିଧି ୧୭ତମ କିସ୍ତି ରିଲିଜ୍‌ କରିବା ପାଇଁ ପିଏମ ମୋଦି…

ମୋଦି ୩.୦ ସରକାର ପରେ କାହାକୁ ମିଳିବ କେଉଁ ବିଭାଗ ? ଆଜି ବସିପାରେ କ୍ୟାବିନେଟ ବୈଠକ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳି ସରକାରର ଆଜି ବସିପାରେ ପ୍ରଥମ କ୍ୟାବିନେଟ୍ ବୈଠକ । ସଂଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିପାରେ । ସନ୍ଧ୍ୟା ୫ଟାରେ ପ୍ରଧାନମନ୍ତ୍ରୀଙ୍କ ଲୋକ କଲ୍ୟାଣ ମାର୍ଗ ବାସଭବନରେ ବସିପାରେ କ୍ୟାବିନେଟ୍ ବୈଠକ। ସେହିପରି…

ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ…

ଶପଥ ପୂର୍ବରୁ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ଆଜି ସନ୍ଧ୍ୟା ୭ଟା ୧୫ ମିନିଟ୍‌ରେ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ପଦର ଶପଥ ଗ୍ରହଣ କରିବେ। ତେବେ ଏହା ପୂର୍ବରୁ ଆଜି ମୋଦି ରାଜଘାଟ ଯାଇଛନ୍ତି। ସେ ସେଠାକୁ ଯାଇ ଜାତିର ପିତା ମହାତ୍ମାଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।…